
ଓଡ଼ିଶା ତାଜା ନ୍ୟୁଜ୍/ ୩ ଜୁଲାଇ ରବିବାର/ବାଲିଗୁଡ଼ା :- ବଡ ଖବର ର ସଂପାଦକ ବରିଷ୍ଠ ସାମ୍ବାଦିକ ଅର୍ଧେନ୍ଦୁ ଦାସ ଙ୍କୁ ଆକ୍ରୋଶ ମୂଳକ ଭାବେ ଗିରଫକୁ କନ୍ଧମାଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ତ୍ରିବ୍ର ନିନ୍ଦା କରାଯାଇଛି। ରାଜ୍ୟ ସରକାର ଇଓଡବ୍ଲୁ ଜରିଆରେ ଯେଉଁ ଭଳି ଉଦେଶ୍ୟ ମୂଳକ ଭାବରେ ବରିଷ୍ଠ ସାମ୍ବାଦିକ ଅର୍ଧେନ୍ଧୁ ଦାଶ ଙ୍କୁ ଗରିଫ କରିଛନ୍ତି ତାହା ଅତି ନିନ୍ଦନୀୟ ଅଟେ। ସତ୍ୟ କୁ ସାମ୍ନାକୁ ଆଣୁଥିବା ସାମ୍ବାଦିକ ଙ୍କ କଣ୍ଠରୋଧ କରାଯିବା ସହ ଗଣତନ୍ତ୍ର ର ଚତୁର୍ଥ ସ୍ତମ୍ବ କୁ ଏହି ଘଟଣା କୁଠାର ଘାତ କରୁଥିବା ଭଳି ମନେ ହେଉଛି।

