1. ପ୍ରଦର୍ଶିତ ହେଉଛି ଶ୍ରୀମନ୍ଦିର ସଂପର୍କିତ ଅନେକ ଦୁର୍ଲ୍ଲଭ ଫଟୋଚିତ୍ର
2. ଜୁଲାଇ ୯ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ଖୋଲାରହି

ଓଡ଼ିଶା ତାଜା ନ୍ୟୁଜ୍/୬ ଜୁଲାଇ ବୁଧବାର /ଭୁବନେଶ୍ୱର :- ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀସ୍ଥିତ ଭୋଳାନାଥ ବିଦ୍ୟାପୀଠଠାରେ ଆୟୋଜିତ ଜାତୀୟ ପଲ୍ଲୀଶ୍ରୀ ମେଳାରେ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଏକ ଫଟୋଚିତ୍ର ପ୍ରଦର୍ଶନୀ ମଣ୍ଡପ ଖୋଲାଯାଇଛି । ଏଥିରେ ବି୍ରଟିଶ ଚିତ୍ରଶିଳ୍ପୀ ଜେମ୍ସ ଫର୍ଗୁସନ୍ଙ୍କ ଦ୍ୱାରା ଅଙ୍କିତ ଚିତ୍ର ଏବଂ ବି୍ରଟିଶ ଲାଇବ୍ରେରୀରେ ଉପଲବ୍ଧ ୧୮୧୮ ମସିହାରେ ଅଙ୍କିତ ଚିତ୍ର ସମେତ ସେ ସମୟର ରଥଯାତ୍ରାର ଦୁର୍ଲ୍ଲଭ ଫଟୋଚିତ୍ର, ସମୟର ପ୍ରବାହମାନ୍ ସ୍ରୋତରେ ଶ୍ରୀମନ୍ଦିର, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ,
