
ଓଡ଼ିଶା ତାଜା ନ୍ୟୁଜ୍/୯ ଜୁଲାଇ ଶନିବାର/ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଖଣ୍ଡୁଗାଁ ଗ୍ରାମ ପଞ୍ଚାୟତ ଅଧିନରେ ଥିବା ଗୋଳଗୋଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ଡାହୁକା ଭ୍ୟାଲି ୟୁଥ୍ କ୍ଲବ୍ ଆନୁକୁଲ୍ୟରେ ୭୩ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ବନ ମହୋତ୍ସବ ଏବଂ ବୃକ୍ଷ ରୋପଣ ର ମହତ୍ତ୍ଵ କହିବା ସହ ବୃକ୍ଷ ରୋପଣ କରିଥିଲେ ।

