
ଓଡ଼ିଶା ତାଜା ନ୍ୟୁଜ (୨୨ ଜୁଲାଇ ଶୁକ୍ରବାର )ଭୁବନେଶ୍ୱର :- ଓଡିଶା କଳା ଓ ହସ୍ତଶିଳ୍ପ ସମିତିର ସମଗ୍ର ଭାରତର କାରିଗରମାନେ ‘ସିଲ୍କ ଇଣ୍ଡିଆ’ ପ୍ରଦର୍ଶନୀ ସହିତ ପାର୍ବଣ ଋତୁର ଚାହିଦାକୁ ପୂରଣ କରିବା ପାଇଁ ନିଜର ଏଥ୍ନିକ୍ ୱେଭସ୍, ପାରମ୍ପରିକ ସିଲ୍କ ଓ କଟନ ଉତ୍ପାଦଗୁଡିକୁ ପ୍ରଦର୍ଶିତ କରିବା ପାଇଁ ଭୁବନେଶ୍ୱର ଆସିଛନ୍ତି । ଏହି ପ୍ରଦର୍ଶନୀ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଭୂମିକା ଦାସ ଓ ଦିବ୍ୟା ମହାନ୍ତିଙ୍କ ଦ୍ୱାରା ହୋଟେଲ୍ ଦ ନ୍ୟୁ ମାରିୟନ୍ରେ ଉଦ୍ଘାଟିତ ହେବାକୁ ଯାଉଛି ।

