
ଓଡ଼ିଶା ତାଜା ନ୍ୟୁଜ(୨୩ ଜୁଲାଇ ଶନିବାର) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫର ୧୨୭ ବାଟାଲିୟନ୍ ଓ ବାଲିଗୁଡା ପୋଲିସ୍ ତରଫରୁ ସ୍ୱାଧୀନତାର ୭୫ ବର୍ଷ ରେ ‘ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଅନ୍ତର୍ଗତ ‘ବନ ମହୋତ୍ସବ’ କାର୍ଯ୍ୟକ୍ରମ ସ୍ଥାନୀୟ ପାଟଖଣ୍ଡା ପବ୍ଲିକ୍ ସ୍କୁଲ ପରିସର ମଧ୍ୟରେ ଆୟୋଜିତ ହୋଇଯାଇଛି l

