ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଲୋବା ପଞ୍ଚାୟତ ଠାରେ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନଷ୍ଠିତ

ଓଡ଼ିଶା ତାଜା ନ୍ୟୁଜ୍/୨୬ ଜୁଲାଇ ମଙ୍ଗଳବାର/ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ରାୟଗଡ ବ୍ଳକ ଅନ୍ତର୍ଗତ ଲୋବା ପଞ୍ଚାୟତ ଠାରେ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ବଡ଼ ପୁତୁରା ଗ୍ରାମର ୩୫ଜଣ ଙ୍କୁ ଏଫ୍ ଆର ଏ, ଆର ଓ ଆର ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।

ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ, ତହସିଲଦାର, ଆର ଆଇ,ବ୍ଳକ ଅଧ୍ୟକ୍ଷ । ପୂର୍ଣ୍ଣବାସୀନାୟକ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version