
ଓଡ଼ିଶା ତାଜା ନ୍ୟୁଜ (୭ ଅଗଷ୍ଟ ରବିବାର )ଭୁବନେଶ୍ୱର :- ମେଷ : ଆଜି ଆପଣଙ୍କ ଦିନ ମିଶ୍ରିତ ଫଳଦାୟୀ ରହିବ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ଅଫିସ୍ ର ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭ ହେବ। ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। କୌଣସି ପ୍ରକାରର ସଙ୍କଟରେ ନ ପଡ଼ନନ୍ତୁ ସେଥିପାଇଁ ଦେଖିଚାହିଁ କାର୍ଯ୍ୟ କରିବାକୁ ଉପଦେଶ। ବ୍ୟବସାୟ କ୍ଷେତ୍ରରେ ଆଜି ଅଧିକାରୀମାନଙ୍କ ସାଙ୍ଗରେ ଉଗ୍ର ଚର୍ଚ୍ଚା କରିବେ ନାହିଁ, ଅନ୍ୟଥା କ୍ଷତି ହେବାର ସମ୍ଭାବନା ଅଛି। ଗୃହସ୍ଥଜୀବନରେ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ। କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଙ୍ଗରେ ଆପଣଙ୍କ ଉପସ୍ଥିତି ରହିବ। ତୀର୍ଥ ଯାତ୍ରା ହୋଇପାରେ।

