
ଓଡ଼ିଶା ତାଜା ନ୍ୟୁଜ (୧୨ ଅଗଷ୍ଟ ଶୁକ୍ରବାର ) ନୂଆଗାଁ :- ନୟାଗଡ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ର ବିଜୁ ଜନତା ଦଳର ବର୍ଷୀଆନ ରାଜନେତା ତଥା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମାଇଛେଳି ଗ୍ରାମ ପଞ୍ଚାୟତ ର ପୂର୍ବତନ ସରପଞ୍ଚ ତ୍ରିନାଥ ନାୟକ ଙ୍କ ୭୮ ବର୍ଷ ବୟସରେ ପରଲୋକ ହୋଇଛି। ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଗଭୀର ଶୋକ ପ୍ରକାଶ କରିବା ସହ ଅମର ଆତ୍ମା ର ସଦ୍ ଗତି କାମନା କରିଛନ୍ତି ।

