
ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ସୋମବାର ) ନୟାଗଡ :- ନୟାଗଡ ଜିଲ୍ଲାର ଅଗ୍ରଗାମୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ସେବା ଠାରେ “ସେବା ସ୍ଵଧାର ଗୃହ” ତରଫରୁ ଆଜାଦି କା ଅମୃତ ମହୋତ୍ସବ ପାଳନ କରାଯାଇଛି । ଏହା ଚଳିତ ମାସ 13 ତାରିଖ ଠାରୁ 15 ତାରିଖ ପର୍ଯ୍ୟନ୍ତ ପାଳିତ ହୋଇଛି ।

