ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ସୋମବାର ) ଜଟଣୀ :- ଖୋର୍ଦ୍ଧା ରୋଡ଼ ସ୍ଥିତ ରେଳବାଇ ଷ୍ଟାଡିୟମ ଠାରେ ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳନ ହୋଇଯାଇଛି | ଖୋର୍ଦ୍ଧା ରୋଡ଼ର ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ରିଙ୍କେଶ ରୟ, ଜାତୀୟ ପତାକା ଉତ୍ତୋଳନ କରି ରେଳବାଇ ସୁରକ୍ଷା ବଳ (ଆର ପି ଏଫ) ସିଭିଲ ଡିଫେନ୍ସ,ସ୍କାଉଟ୍ସ,ଗାଇଡ, କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ରେଲୱେ ସ୍କୁଲ ପିଲାମାନଙ୍କ ଠାରୁ ଅଭିବାଦନ ଗ୍ରହଣ କରିଥିଲେ ।
