
ଓଡ଼ିଶା ତାଜା ନ୍ୟୁଜ (୧୬ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ମେଷ : ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ । ପରିଜନ ତଥା ମିତ୍ରମାନଙ୍କ ସହିତ ସମାରୋହରେ ଉପସ୍ଥିତ ରହିପାରନ୍ତି । ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ଉତ୍ସାହ ରହିବ, କିନ୍ତୁ ଅତି ଉତ୍ସାହରେ କ୍ଷତି ନ ହେଉ ଏହାର ଧ୍ୟାନ ରଖିବେ । ଶାରୀରିକ ତଥା ମାନସିକ ସୁସ୍ଥତାର ଧ୍ୟାନ ରଖିବେ । ଆଜି ଧନପ୍ରାପ୍ତିର ଯୋଗ ଅଛି ।

