
ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଶୁକ୍ରବାର ) ଖୋର୍ଦ୍ଧା-ଜଟଣୀ :- ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ଖୋର୍ଦ୍ଧା ବ୍ଲକର ବନ୍ୟା କ୍ଷତି ଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରି ଶୁଖିଲା ଖାଦ୍ୟ ଏବଂ ଔଷଧ ବଣ୍ଟନ କରିବା ସହ ବିପନ୍ନ ଲୋକଙ୍କ ଠାରୁ ବିଭିନ୍ନ ସମସ୍ୟା ବୁଝି ସମାଧାନ ପାଇଁ ପ୍ରତିଶୃତି ଦେଇଛନ୍ତି ।

