ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଶୁକ୍ରବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡ଼ା ଏବଂ ଗୁମି ପଞ୍ଚାୟତ ବିସିଜେଡି ତରଫରୁ ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଜାକେଡ଼ା ପଞ୍ଚାୟତ ଶିମିଳି ସାହି,ଏବଂ ଗୁମି ପଞ୍ଚାୟତ ଗୁମି ବିଦ୍ୟାଳୟରେ ବୃକ୍ଷ ରୋପଣ କରିଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ,ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ,୧୬ ନଂ ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା,୧୭ ନଂ ଜିଲ୍ଲା ପରିଷଦ ଜସ୍ମିନ ଦାସ,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ଯୁବ ବିଜେଡ଼ି ସଭାପତି ଶୁଭ୍ରାଂଶୁ ଶେଖର ସେନାପତି,
