ସାଗୁରଗାଁ ର ଜରିପଡ଼ା ଠାରୁ ଆରିକିମା ପଞ୍ଚାୟତକୁ ସଂଯୋଗ କରୁଥିବା : ଗ୍ରାମ୍ୟ ଉନ୍ନୟନ ରାସ୍ତାକୁ ପରିଦର୍ଶନ – ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ସାହୁ

ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଶୁକ୍ରବାର ) ଖୋର୍ଦ୍ଧା :- ବୋଲଗଡ଼ ବ୍ଲକ ଅନ୍ତର୍ଗତ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା ସାଗୁରଗାଁ ର ଜରିପଡ଼ା ଠାରୁ ଆରିକିମା ପଞ୍ଚାୟତକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ରାସ୍ତାକୁ ପରିଦର୍ଶନ କରି ଏହା କୁ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ବିଧାୟକ ବେଗୁନିଆ ତଥା ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ସାହୁ ।

Exit mobile version