ଚୁକ୍ତିଭିତିକ କର୍ମଚାରୀ ମାନଙ୍କ ମଧ୍ୟରେ ଅସନ୍ତୋଷର ନିଆଁ ।

ଓଡ଼ିଶା ତାଜା ନ୍ୟୁଜ (୨୪ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ଦୀର୍ଘ ବର୍ଷ ଧରି ବିଭିନ୍ନ ପର୍ଯ୍ୟାୟରେ ଆନ୍ଦୋଳନ ଚଳାଇଥିବା ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘର ଦାବିକୁ ସମ୍ମାନ ଜଣାଇ ସଂଘର ପ୍ରତିନିଧି ମାନଙ୍କ ସହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧେଶକ୍ରମେ ରାଜ୍ୟ ସରକାରଙ୍କ ଦ୍ୱାରା ବିଷଦ ଆଲୋଚନା କରାଯାଇଥିଲା । ଚୁକ୍ତିଭିତିକ ଉଚ୍ଛେଦ,
