
ଓଡ଼ିଶା ତାଜା ନ୍ୟୁଜ (୫ ସେପ୍ଟେମ୍ବର ସୋମବାର) ନୟାଗଡ଼ :- ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଜୟନ୍ତୀ ତଥା ଗୁରୁଦିବସ ଶିକ୍ଷାକେନ୍ଦ୍ରର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ପାଳିତ ହୋଇ ଯାଇଛି । ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ଜନାର୍ଦ୍ଦନ ପରିଡ଼ା ପ୍ରଦୀପ ପ୍ରଜ୍ବଳନ କରି ରାଧାକ୍ରିଷ୍ଣନଙ୍କ ପ୍ରତିଛବିରେ ଧୂପ ପୁଷ୍ପ ଅର୍ପଣ କରିଥିଲେ । ଛାତ୍ରୀ ଶ୍ରଦ୍ଧା ସୁମନ, ଶୁଭସ୍ମିତା ପଣ୍ଡା ଓ କେ. ଦେବସ୍ମିତା ଏକ ସୁନ୍ଦର ଭକ୍ତିଭାବ ପୂର୍ଣ୍ଣ ଗୁରୁବନ୍ଦନା ଟିଏ ଗାନ କରିଥିଲେ ।

