ଓଡ଼ିଶା ତାଜା ନ୍ୟୁଜ (୧୭ ସେପ୍ଟେମ୍ବର ଶନିବାର ) ନୂଆଗାଁ :- ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମା ରେ ଥିବା ନୂଆଗାଁ ,କୋରଡ଼ା ଗ୍ରାମ ଗୋଡି ସାହି, ସଂପଡା ଗ୍ରାମ,ଏବଂ ଗାତେରୀ ପଞ୍ଚାୟତ ଆଡିପଡା ଗ୍ରାମ ରେ କାରିଗର ନିର୍ମାଣ ସଂଘ ପକ୍ଷରୁ ବିଶ୍ଵକର୍ମା ପୂଜା ପାଳିତ ହେବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ଜନପ୍ରିୟ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିଲେ।
