Home ଓଡ଼ିଶା ନୂଆଗଡ ବ୍ଲକସ୍ଥିତ ଲକ୍ଷ୍ମନୃସିଂହ ନୋଡାଲ ବିଦ୍ୟା ପୀଠର ଛାତ୍ର ସୁଭପ୍ରଦ ସାହୁ ପଠାଣି ସାମନ୍ତ ମେଧା ବୃତ୍ତି ପରୀକ୍ଷାରେ ବ୍ଲକରେ ପ୍ରଥମ ଜିଲ୍ଲାରେ ଦ୍ବିତୀୟ ସ୍ଥାନ ହାସଲ କଲେ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ (୦୮ ଆଶ୍ୱିନ ୨୦୨୨,ଶନିବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ନୂଆଗଡ଼ ସଦର ମହକୁମାରେ ଥିବା ଲକ୍ଷ୍ମୀ ନୃସିଂହ ନୋଡାଲ ବିଦ୍ୟା ପୀଠର ଶୁଭପ୍ରଦ ସାହୁ ପ୍ରକାଶ ପାଇଥିବା ୨୦୨୦-୨୦୨୧ ଶିକ୍ଷା ବର୍ଷର ପଠାଣି ସାମନ୍ତ ମେଧାବୃତ୍ତି ପରୀକ୍ଷାରେ ବ୍ଲକରେ ପ୍ରଥମ ସ୍ଥାନ ପାଇଥିବା ବେଳେ ଜିଲ୍ଲାସ୍ତର ରେ ତୃତୀୟ ସ୍ଥାନ ପାଇ ସଫଳତାର ସହ କୃତିତ୍ବ ଅର୍ଜନ କରିଛନ୍ତିପିତା ଶିକ୍ଷକ ମହେନ୍ଦ୍ର କୁମାର ସାହୁ ଏବଂ ମାତା ଶିକ୍ଷୟିତ୍ରୀ ରଶ୍ମିତା କୁମାରୀ ସାହୁଙ୍କ ଏକମାତ୍ର ପୁତ୍ର ଶୁଭପ୍ରଦ। ଏହି ସଫଳତା ପାଇଁ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ନୟନ ମଣ୍ଡଳ,ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲିଙ୍ଗରାଜ କାର୍ଜି, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସମସ୍ତ ପରିବାର ବର୍ଗ ସୁଭପ୍ରଦଙ୍କୁ ଶୁଭେଚ୍ଛା ଜଣାଇବା ସହ ଛାତ୍ରର ଆଗାମୀ ଭବିଷ୍ୟତ ଉଜ୍ଜ୍ୱଳ ମୟ ହେବା ନିମନ୍ତେ ଅଶ୍ରିବାଦ କାମନାକରିଛନ୍ତି। ସେ ପୂର୍ବରୁ ତୃତୀୟ ଶ୍ରେଣୀ ଏବଂ ପଞ୍ଚମ ଶ୍ରେଣୀର ବୃତ୍ତି ପରୀକ୍ଷାରେ ୨ୟ ,୩ୟ ସ୍ଥାନରେ ସଫଳତାର ସହ କୃତିତ୍ବ ଅର୍ଜନ କରିଥିଲେ। Categories: ଓଡ଼ିଶା, ଗଜପତି, ଶିକ୍ଷା ଓ ନିଯୁକ୍ତି, ହୋମ୍ Related Content ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ by Proprietor Abhimanyu Maharana September 11, 2026 ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର "ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ" ଭାବେ ସମ୍ମାନିତ by Proprietor Abhimanyu Maharana September 11, 2026 ସାଂସଦ ରତ୍ନ ଡଃ ଭର୍ତୁହରି ମହତାବଙ୍କ ଜନ୍ମ ଦିବସକୁ ନମ୍ରତା ଓ ସ୍ୱାଭିମାନ ଦିବସ ରୂପେ ପାଳିତ by Proprietor Abhimanyu Maharana September 11, 2026 ଓଡିଶା ଆଦର୍ଶ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ by Proprietor Abhimanyu Maharana September 11, 2026 ପ୍ରବାସୀ ଓଡ଼ିଆ ଡାଟା ବ୍ୟାଙ୍କ ଉନ୍ମୋଚନ ପାଇଁ ବ୍ୟାପକ ପ୍ରସ୍ତୁତି by Proprietor Abhimanyu Maharana September 11, 2026 Hectic Preparations on to launch Prabasi Odias Data Bank by Proprietor Abhimanyu Maharana September 11, 2026