ପଦ୍ମପୁର ଉପନିର୍ବାଚନ ନିମନ୍ତେ କଂଗ୍ରେସର ୪୦ ତାରକା ପ୍ରଚାରକ : ତାଲିକାରେ ମୋକିମଙ୍କ ନାଁ ନାହିଁ

ପଦ୍ମପୁର ଉପନିର୍ବାଚନ ନିମନ୍ତେ କଂଗ୍ରେସର ତାରକା ପ୍ରଚାରକ ନାମ ତାଲିକା

୧୯ ନଭେମ୍ବର ଶନିବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଚଳିତ ପଦ୍ମପୁର ଉପନିର୍ବାଚନ ପରିପ୍ରେକ୍ଷୀରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ୪୦ ଜଣିଆ ତାରକା ପ୍ରଚାରକଙ୍କ ନାମ ତାଲିକା ଅଖିଳ ଭାରତ କଂଗ୍ରେସ କମିଟିଙ୍କ ଅନୁମୋଦନ କ୍ରମେ ଘୋଷଣା କରାଯାଇଛି

ତାଲିକାରେ ବିଧାୟକ ମହମ୍ମଦ ମୋକିମଙ୍କ ନାଁ ନାହିଁ

କଂଗ୍ରେସ ଷ୍ଟାର ପ୍ରଚାରକ ତାଲିକା :-

ଓଡ଼ିଶା ପ୍ରଭାରୀ ସାଂସଦ ଡ. ଏ ଚେଲ୍ଲା କୁମାର, ଏଆଇସିସି ସଂପାଦକ ଜି ରୁଦ୍ର ରାଜୁ, ପିିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଚିରଞ୍ଜିବ ବିଶ୍ୱାଳ, ଭକ୍ତଚରଣ ଦାସ, ଶରତ ରାଉତ, ସପ୍ତଗିରି ଉଲ୍ଲାକା, ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା, ତାରା ପ୍ରସାଦ ବାହିନୀପତି, ରମେଶ ଜେନା, ଅଧିରାଜ ମୋହନ ପାଣିଗ୍ରାହୀ, ଦାଶରଥି ଗମାଙ୍ଗୋ,

ସିଏସ ରାଜନ ଏକ୍କା, ପଂଚାନନ କାନୁନଗୋ, ଜଗନ୍ନାଥ ପଟ୍ଟନାୟକ, ବିଜୟଲଷ୍ମୀ ସାହୁ, ଗଣେଶ୍ୱର ବେହେରା, ରାମଚନ୍ଦ୍ର ଖୁଂଟିଆ, ସୁଶିଳା ତିରିଆ, ​ ଅନନ୍ତ ପ୍ରସାଦ ସେଠୀ,. ସସ୍ମିତା ବେହେରା, ବନ୍ଦିତା ପରିଡ଼ା, ଆର‌୍ୟ୍ୟକୁମାର ଜ୍ଞାନେନ୍ଦ୍ର, କିଶୋର ଚନ୍ଦ୍ର ପଟେଲ, ସୁରେନ୍ଦ୍ର ସିଂ ଭୋଇ, ଦେବାଶିଷ ପଟ୍ଟନାୟକ, ସଞ୍ଜୟ ଭୋଇ, ଜଙ୍ଗେଶ୍ୱର ବାବୁ, ପ୍ରକାଶ ଚନ୍ଦ୍ର ଦେବତା, ଅମୀୟ ପଟ୍ଟନାୟକ, ଭୁଜବଳ ମାଝୀ, ବାଙ୍କନିଧି ବେହେରା, ହମିଦ ହୁସେନ, ସ୍ମୃତି ରଞ୍ଜନ ଲେଙ୍କା ୟାସିର ନୱାଜ

Exit mobile version