Home ଓଡ଼ିଶା ମାନସ ରଞ୍ଜନ ଦେବତାଙ୍କ ଦ୍ୱାରା ଲିଖିତ ‘ସୋସିଓ କଲ୍ଚରାଲ ହିଷ୍ଟ୍ରି ଅଫ୍ ଓଡ଼ିଶା : ପ୍ରି ଆଣ୍ଡ ପୋଷ୍ଟ ଗ୍ଲୋବାଲାଇଜେସନ୍ ପିରିୟଡ଼’ ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୨୪ ନଭେମ୍ବର ଗୁରୁବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ପ୍ରାକ୍ତନ ପ୍ରଶାସକ ତଥା ଲେଖକ ଡ଼. ମାନସ ରଞ୍ଜନ ଦେବତାଙ୍କ ଦ୍ୱାରା ଲିଖିତ ‘ସୋସିଓ କଲ୍ଚରାଲ ହିଷ୍ଟ୍ରି ଅଫ୍ ଓଡ଼ିଶା : ପ୍ରି ଆଣ୍ଡ ପୋଷ୍ଟ ଗ୍ଲୋବାଲାଇଜେସନ୍ ପିରିୟଡ଼’ ରାଜ୍ୟପାଳଙ୍କ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଆଜି ରାଜଭବନରେ ଉନ୍ମୋଚିତ ହୋଇଯାଇଛି । ଏହି ଉନ୍ମୋଚନ ଉତ୍ସବରେ ଓଡ଼ିଶା ଲୋକସେବା ଆୟୋଗର ପ୍ରାକ୍ତନ ସଦସ୍ୟ ପ୍ରଫେସର ଡ଼. ସୁଧାଂଶୁ ଶେଖର ରଥ, ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ହିଂମାଶୁ ନାରାୟଣ ପଟ୍ଟନାୟକ, ଅବସରପ୍ରାପ୍ତ ସ୍ୱତନ୍ତ୍ର ଶାସନ ସଚିବ ଅଶୋକ କୁମାର ଦାଶ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ରାଜ୍ୟପାଳଙ୍କ ଲୋକ ସମ୍ପର୍କ ଅଧିକାରୀ ତଥା ବିଶିଷ୍ଟ କବି ରକ୍ଷକ ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଶ୍ରୀ ଦେବତାଙ୍କର ପୁତ୍ର ଶିତିକଣ୍ଠ ଶ୍ରୀଚନ୍ଦନ ଦେବତା ଏବଂ ପୁତ୍ରୀ ସୁମାନିନୀ ମିଶ୍ର ମାନ୍ୟବର ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସ୍ୱାଗତ କରିଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ by Proprietor Abhimanyu Maharana September 24, 2026 ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା"ମୋ ପରିବାର" by Proprietor Abhimanyu Maharana September 24, 2026 ‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ by Proprietor Abhimanyu Maharana September 24, 2026 ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ by Proprietor Abhimanyu Maharana September 24, 2026 ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ by Proprietor Abhimanyu Maharana September 24, 2026 ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି by Proprietor Abhimanyu Maharana September 24, 2026