Home ଓଡ଼ିଶା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟରେ ରାଜନୈତିକ ବିଜ୍ଞାନ ବିଭାଗ ପକ୍ଷରୁ ପାଠଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୨୯ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାରସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଆଜି ରାଜନୀତି ବିଜ୍ଞାନ ବିଭାଗ ତରଫରୁ ଏକ ପାଠଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପାଠଚକ୍ର କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡଃ ଶଙ୍କର ପ୍ରସାଦ ବକ୍ସି ପାଠଚକ୍ରରେ ଛାତ୍ରୀ ମାନଙ୍କୁ ସମ୍ବିଧାନ କଣ ଓ ତାର ମୌଳିକ ଅଧିକାର ସମେତ ସମ୍ବିଧାନର ଉଦ୍ଦେଶ୍ୟ ଓ କାର୍ଯ୍ୟକାରିତା ପ୍ରଭୃତିସମ୍ପର୍କରେପୁଙ୍ଖାନୁପୁଙ୍ଖ ଭାବେ ଅବଗତ କରାଇଥିଲେ ଏଥିରେ ମହା ବିଦ୍ୟାଳୟର ଅଧ୍ୟକ୍ଷା ଡଃ ସାହୁ ସମ୍ବିଧାନର ଭାରତୀୟ ସମ୍ବିଧାନରେ ଐତିହାସିକ ପୃଷ୍ଠଭୂମିଉପରେ ଆଲୋକପାତ କରିଥିବା ବେଳେ କୁମାରୀ ଶୁଭଦର୍ଶନୀ ଦାସ ତୃତୀୟ ବର୍ଷ କଳାଛାତ୍ରୀ ସଂନ୍ଦର୍ଭ ଉପସ୍ଥାପନ କରିଥିଲେ ।ଶେଷରେ ରାଜନୀତି ବିଜ୍ଞାନର ଅଧ୍ୟାପକ ଶ୍ରୀ କୃଷ୍ଣ ଚନ୍ଦ୍ର ପଣ୍ଡିତ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ପାଠଚକ୍ର କାର୍ଯ୍ୟକ୍ରମରେ ପ୍ରଥମ ବର୍ଷର ଛାତ୍ରୀମାନଙ୍କୁ ସ୍ବାଗତ କରା ଯାଇଥିଲା ବେଳେ ତୃତୀୟ ବର୍ଷର ଛାତ୍ରୀମାନେ ଏଥିରେ ବହୁ ସଂଖ୍ୟାରେ ତୃତୀୟ ବର୍ଷର ଛାତ୍ରୀ ଯୋଗ ଦେଇଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content TPSODL Flags Off Solar Rath in Koraput by Proprietor Abhimanyu Maharana October 17, 2026 ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦଯାପନୀ ଉତ୍ସବ by Proprietor Abhimanyu Maharana October 17, 2026 ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ by Proprietor Abhimanyu Maharana October 17, 2026 ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ by Proprietor Abhimanyu Maharana October 17, 2026 ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ by Proprietor Abhimanyu Maharana October 17, 2026 ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ by Proprietor Abhimanyu Maharana October 17, 2026