ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ଏଡ଼ସ ଦିବସ ପାଳିତ

ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଓ ରେଡ୍ ରିବନ କ୍ଲବ ର ସଂଯୋଜକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ ସଭାପତିତ୍ବ କରିଥିଲେ । କାଉନସେଲର ଅଧ୍ୟାପକ ଦଣ୍ଡପାଣି ଭୂୟାଁ ଦିବସର ତାତ୍ପର୍ଯ୍ୟ କହି ଧନ୍ୟବାଦ ଅର୍ପଣ କରିଥିଲେ । ତାଲୁକ ଆଇନ ସେବା ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଡିବେଟ, କୁଇଜ, ପ୍ରବନ୍ଧ, ଲିଖନ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।
Related Content
Taneira reimagines ‘Solah Shringaar’ for the modern Indian woman with its new Diwali campaign
by
Proprietor Abhimanyu Maharana
October 7, 2026
VeDakshata : Creating Pathways to Livelihood for Rural Youth
by
Proprietor Abhimanyu Maharana
October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
by
Proprietor Abhimanyu Maharana
October 7, 2026
ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ - ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ
by
Proprietor Abhimanyu Maharana
October 7, 2026
Silver Gandhi demands regularisation of Contractual Teachers - Submitted Memorandum to CM
by
Proprietor Abhimanyu Maharana
October 7, 2026
ମାଫିଆ ଓ ସିଣ୍ଡିକେଟଙ୍କ ସଲା ସୁତୁରାରେ ବେଧଡକ ଗୋଚାଲାଣ : କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସର ହାତ ଥରୁଛି
by
Proprietor Abhimanyu Maharana
October 7, 2026