Home ଓଡ଼ିଶା କନ୍ଧମାଳ ରେ ଆର୍ଥିକ ପରିଚାଳନା ଉପରେ କର୍ମଶାଳା by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୧୦ ଡିସେମ୍ବର ଶନିବାର ( ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ବେଚ୍ଛାସେବୀ ମହାସଂଘର ସଦସ୍ୟ ଅନୁଷ୍ଠାନ ମାନଙ୍କର ଆର୍ଥିକ ଓ ସାଧାରଣ ପରିଚାଳନା କରିବା ପାଇଁ ବିଭିନ୍ନ ଆଇନିର ଦିଗ ଉପରେ ଏକ ଦିନିଆ କର୍ମଶାଳା ନିପୀଡିତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଫୁଲବାଣୀ ସ୍ବେଚ୍ଛାସେବୀ ମହାସଂଘର ଆବାହକ ହରିଶଙ୍କର ରାଉତ ସ୍ୱାଗତ ଭାଷଣ ଦେଇଥିବା ବେଳେ କୋଷାଧକ୍ଷ ଚନ୍ଦ୍ରକାନ୍ତ ନାୟକ ଅନୁଷ୍ଟାନର ଆବଶ୍ୟକତା ଉପରେ ମତ ପ୍ରକାଶ କରିଥିଲେ । ଅଧକ୍ଷ ରାମ ଚନ୍ଦ୍ର ଦାଶ କର୍ମଶାଳାରେ ଅଧ୍ୟକ୍ଷତା କରିଥିଲେ। ପ୍ରଶାନ୍ତ ଶତପଥୀ ଓ ସାନ୍ତନୁ ମିଶ୍ର କର୍ମଶାଳାର ପାଠ୍ୟ ବିଷୟ ବସ୍ତୁ ସାମାଜିକ ଅନୁଷ୍ଠାନରେ ଆବଶ୍ୟକ ବୈଧାନିକ ନିତୀ ନିୟମ, ଆର୍ଥୀକ ପରିଚାଳନା ଉପରେ ମତ ପ୍ରକାଶ କରିଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ବେଛାସେବୀ ମହାସଂଘର ବହୁ କର୍ମକର୍ତ୍ତା ଓ ସଦସ୍ୟମାନେ ଯୋଗ ଦେଇଥିଲେ। ଆଗାମି ଦିନରେ ମଧ୍ୟ ଏହି ଭଳି ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ଓ ସଦଶ୍ୟ ଅନୁଷ୍ଠାନର ଦକ୍ଷତା ବୃଦ୍ଧି ରଖିବା ଉପରେ ନିଷ୍ପତି ନିଆଯାଇଛି। ସଂପାଦକ ସୁକାନ୍ତ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content Taneira reimagines ‘Solah Shringaar’ for the modern Indian woman with its new Diwali campaign by Proprietor Abhimanyu Maharana October 7, 2026 VeDakshata : Creating Pathways to Livelihood for Rural Youth by Proprietor Abhimanyu Maharana October 7, 2026 ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି by Proprietor Abhimanyu Maharana October 7, 2026 ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ - ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ by Proprietor Abhimanyu Maharana October 7, 2026 Silver Gandhi demands regularisation of Contractual Teachers - Submitted Memorandum to CM by Proprietor Abhimanyu Maharana October 7, 2026 ମାଫିଆ ଓ ସିଣ୍ଡିକେଟଙ୍କ ସଲା ସୁତୁରାରେ ବେଧଡକ ଗୋଚାଲାଣ : କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସର ହାତ ଥରୁଛି by Proprietor Abhimanyu Maharana October 7, 2026