ଜୋରଦାର ହେଲା ନକଲି ଔଷଧ ଧରପଗଡ

ସେହିପରି ଝାରସୁଗୁଡା ଜିଲ୍ଲାର ଶ୍ୟାମ ମେଡ଼ିକାଲ ଓ ଅମିତ୍ ଏଜେନ୍ସି, ସୁନ୍ଦ୍ରଗଡ଼ର ପ୍ରକାଶ ମେଡିକାଲ ପ୍ରା.ଲିଃ, ବରଗଡର ଅଶୋକ ମେଡିକାଲ ହଲ୍, ସମ୍ବଲପୁରର ଦୁର୍ଗା ଏଜେନ୍ସି ଏବଂ କେନ୍ଦ୍ରାପଡାର ସାଇ ଆଦି ଗୋଦାମରୁ ଚଢ଼ାଉ ପରେ ନକଲି ଔଷଧ ମିଳିଛି । ଏସବୁ ଏଜେନ୍ସି, ଗୋଦାମ ଓ ଦୋକାନ ବିରୁଦ୍ଧରେ ଡ୍ରଗ୍ସ୍ ନିୟନ୍ତ୍ରଣ ଆଇନ୍ ଅନୁସାରେ ମକଦ୍ଦମା ରୁଜୁ କରାଯାଇଛି ।
Related Content
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ
by
Proprietor Abhimanyu Maharana
May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା
by
Proprietor Abhimanyu Maharana
May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ
by
Proprietor Abhimanyu Maharana
May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି
by
Proprietor Abhimanyu Maharana
May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ
by
Proprietor Abhimanyu Maharana
May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ
by
Proprietor Abhimanyu Maharana
May 6, 2026