ବାଇକ ଦୁର୍ଘଟଣାରେ ବୃଦ୍ଧା ଗୁୁରୁତର : ବାଇକ ଆରୋହୀ ଆହତ

ଘଟଣା ସ୍ଥଳରେ ଦମକଳ ବାହିନୀ ପହଂଚି ଆହତ ବାଇକ ଆରୋହୀ ଓ ଗୁରୁତର ଆହତ ହୋଇଥିବା ବୃଦ୍ଧା ଙ୍କୁ ଉଦ୍ଧାର କରି ଫିରିଙ୍ଗିଆ ମେଡିକାଲକୁ ଆଣିଥିଲେ । ଗୁରୁତର ଆହତ ହୋଇଥିବା ବୃଦ୍ଧାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଫିରିଙ୍ଗିଆରୁ ଫୁଲବାଣୀ ଜିଲା ମୁଖ୍ୟଚିକିତ୍ସାଲୟକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ କନ୍ଧମାଳ ବିଜେପିର ଜିଲା ଯୁବମୋର୍ଚା ସଭାପତି ଗୋଲକ କହଁର ଓ ଫିରିଙ୍ଗିଆ ବିଜେପି ବ୍ଲକ ସଭାପତି ଗଣେଶ ସାହୁ ମେଡିକାଲରେ ପହଞ୍ଚି ଆହତ ଓ ଗୁରୁତର ଲୋକଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଥିବା ଜଣାପଡ଼ିଛି ।
Related Content
Taneira reimagines ‘Solah Shringaar’ for the modern Indian woman with its new Diwali campaign
by
Proprietor Abhimanyu Maharana
October 7, 2026
VeDakshata : Creating Pathways to Livelihood for Rural Youth
by
Proprietor Abhimanyu Maharana
October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
by
Proprietor Abhimanyu Maharana
October 7, 2026
ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ - ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ
by
Proprietor Abhimanyu Maharana
October 7, 2026
Silver Gandhi demands regularisation of Contractual Teachers - Submitted Memorandum to CM
by
Proprietor Abhimanyu Maharana
October 7, 2026
ମାଫିଆ ଓ ସିଣ୍ଡିକେଟଙ୍କ ସଲା ସୁତୁରାରେ ବେଧଡକ ଗୋଚାଲାଣ : କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସର ହାତ ଥରୁଛି
by
Proprietor Abhimanyu Maharana
October 7, 2026