
୧୫ ଜାନୁଆରୀ ରବିବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମେଷ : ପରିବାର ଏବଂ କାର୍ଯ୍ୟକ୍ଷେତ୍ରରେ ବୁଝାମଣାପୂର୍ଣ୍ଣ ବ୍ୟବହାରରେ ସଂଘର୍ଷକୁ ଏଡ଼ାଇ ଦିଆଯାଇପାରିରେ। ନିଜ ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିର ଆବଶ୍ୟକତା ଅଛି, ନହେଲେ ବିବାଦ ହୋଇପାରେ। ମହିଳା ବର୍ଗଙ୍କଠାରୁ ଲାଭ ହେବ। ଉଦାସ ହେବା କାରଣରୁ ନକାରାତ୍ମକ ବିଚାର ଆସିପାରେ ଏଥିରୁ ବଞ୍ଚିତ ରୁହନ୍ତୁ। ଅତ୍ୟଧିକ ଧନ ପ୍ରାପ୍ତିର ସମ୍ଭାବନା ଅଛି। ଖାଇବା ପିଇବାରେ ନିୟନ୍ତ୍ରଣ ରଖିବା ସ୍ୱାସ୍ଥ୍ୟ ପାଇଁ ଠିକ ରହିବ।

