
ଜାନୁଆରୀ ୧୮ ତାରିଖ, ବୁଧବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ବାଲିଗୁଡ଼ା :- ଜ୍ୱାଇଁର ଛୁରା ମାଡ଼ରେ ଶଶୁରଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଗୁଳିମରା ସାହିରେ ଦେଖିବାକୁ ମିଳିଛି। ମୃତକଙ୍କ ପରିଚୟ ଗୁଳିମରା ସାହିର ଟୁନା ପ୍ରଧାନ। ଖବର ଅନୁସାରେ, ଟୁନା ପ୍ରଧାନଙ୍କ ଝିଅ ବ୍ରହ୍ମପୁର ଗେଟ ବଜାର ଅଞ୍ଚଳର ସିମାଞ୍ଚଳ ଚୌଧୁରୀଙ୍କୁ ବିବାହ କରିଥିଲେ । ସେଠାରେ ସିମାଞ୍ଚଳ ତାଙ୍କ ସ୍ତ୍ରୀଙ୍କୁ ନିର୍ଯାତନା ଦେବାରୁ ସେ ଆସି ବାପ ଘର ବାଲିଗୁଡାରେ ରହୁଥିଲେ।

