ଜାନୁଆରୀ ୧୯,ଗୁରୁବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ପୁରୀ :- ପୂର୍ବାହ୍ନରେ ହବିଷ୍ୟାଳୀ ମାନଙ୍କ ସେବାରେ ନିୟୋଜିତ ସ୍ୱଛାସେବୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ପୂର୍ବରୁ ସ୍ୱଛାସେବୀ ମାନଙ୍କୁ ଟାଉନ ହଲ ଠାରେ ଅନୁରୂପ ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା ବେଳେ ଅନ୍ୟ ମାନଙ୍କୁ ଆଜି ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଙ୍କ କାର୍ଯ୍ୟାଳୟ ଠାରେ ସମ୍ବର୍ଦ୍ଧିତ କରାଯାଇଥିଲା।ଜିଲ୍ଲାପାଳ ସମର୍ଥ ବର୍ମା,
ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଦିଲ୍ଲୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ପୁରୀ ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ,ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା,

