ଏମ କେ ସି ଜି ରେ ବୀର ସୁରେନ୍ଦ୍ର ଶାୟେ ଓ ନେତାଜୀ ସୁବାସ ଚନ୍ଦ୍ର ବୋଷ ଙ୍କ 126ତମ ଜନ୍ମ ଜୟନ୍ତୀ ପାଳନ

୨୩ ଜାନୁଆରୀ ସୋମବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର. ଉଦୟଗିରି :- ମୋହନା ସ୍ଥିତ ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ଦୃଷ୍ଟିହୀନ, ବଧିର, ମାନସିକ ଅନାଗ୍ରସର ଓ ମସ୍ତିସ୍କ ପକ୍ଷାଘାତ ବିଦ୍ୟାଳୟ ରେ ଆଜି ନେତାଜୀ ସୁବାସ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ଶାୟେ ଙ୍କ ଜୟନ୍ତୀ ଖୁବ ଆଡମ୍ବର ସହକାରେ ପାଳନ ହୋଇଛି |ଏଥିରେ ଅନୁଷ୍ଠାନ ର ସମ୍ପାଦକ ଶ୍ରୀ ଦଣ୍ଡାସୀ ସାହୁ କାର୍ଯ୍ୟକ୍ରମ ରେ ଯୋଗାଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ | ପରିଶେଷରେ ଛାତ୍ର ଛାତ୍ରୀ ଙ୍କୁ ମିଷ୍ଟାନ୍ନ ବଣ୍ଟନ କରିଥିଲେ | ଏହି କାର୍ଯ୍ୟକ୍ରମ ରେ ଅନୁଷ୍ଠାନ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ |

Exit mobile version