ଭଲିବଲ୍ ଟୁଣ୍ଣାମେଷ୍ଟ ଉଦ୍ଘାଟିତ

ଟୁଣ୍ଣାମେଣ୍ଟ ୩୦ ଦିନ ଧରି ଅନୁଷ୍ଠିତ ହେବାକୁ ଥିବାବେଳେ ଏଥିରେ ଏ ଓ ବି ଦୁଇ ଗୋଷ୍ଠୀରେ ୬୬ ଦଳକୁ ନେଇ ମ୍ୟାଚ ଅନୁଷ୍ଠିତ ହେବ । ଖେଳ ମନୁଷ୍ୟର ଅଭିଛେଦ୍ୟ ଅଙ୍ଗ। ଯେମିତି ଖାଦ୍ୟ ବିନା ଆମେ ବଞ୍ଚି ପାରିବା ନାହିଁ । ଡ୍ରୀଡାଦ୍ବାରା ମନୁଷ୍ୟର ଶରୀରକୁ ଶାନ୍ତି ମିଳିଥାଏ ବୋଲି ମୁଖ୍ୟ ଅତିଥୀ କହିଥିଲେ । ସେପଟେ ପ୍ରତିଭାବାନ ଖେଳାଳିଙ୍କୁ ଜିଲ୍ଲା ଓ ରାଜ୍ୟ ସ୍ତରରେ ପହଞ୍ଚାଇବା ମୂଳ ଲକ୍ଷ୍ୟ ବୋଲି ଟୁନାମେଣ୍ଟ ଆୟୋଜନ କହିଥିଲେ .
Related Content
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା
by
Proprietor Abhimanyu Maharana
July 24, 2026
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା
by
Proprietor Abhimanyu Maharana
July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ
by
Proprietor Abhimanyu Maharana
July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ
by
Proprietor Abhimanyu Maharana
July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ
by
Proprietor Abhimanyu Maharana
July 23, 2026