
୧୩ ଫେବୃଆରୀ ସୋମବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ମେଷ : ନୂଆ କାର୍ଯ୍ୟ ପ୍ରାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ଆଜି ସରକାରୀ ଲାଭ ହେବାର ସମ୍ଭାବନା ଅଛି। ବ୍ୟାପାର ଏବଂ ବ୍ୟବସାୟରେ ଲାଭ ହେବ। ବିଚାରରେ ଶୀଘ୍ର ପରିବର୍ତ୍ତନ ହେବ। ମଧ୍ୟାହ୍ନ ପରେ ମନ ଅସ୍ଥିର ହୋଇପାରେ। ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେଇପାରନ୍ତି।

