• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଦଲାଲି ଅଭିଯୋଗରେ ଦୁଇ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
February 23, 2023
in Uncategorized
0
ଦଲାଲି ଅଭିଯୋଗରେ ଦୁଇ ଗିରଫ
Share on FacebookShare on TwitterWhatsapp

୨୨ ଫେବୃଆରୀ ବୁଧବାର (ଓଡ଼ିଶା ତାଜାନ୍ୟୁଜ ) କଳାହାଣ୍ଡି :- ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ମଧ୍ୟରେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ। ଏହାର ସଫଳ ରୂପାୟନ ଓ ସାଧାରଣ ଲୋକଙ୍କ ପାଖରେ ପହଞ୍ଚାଇବାକୁ ସରକାରୀ ଓ ବେସରକାରୀ ସ୍ତରରେ ବିଭିନ୍ନ ଅନୁଷ୍ଠାନ କାର୍ଯ୍ୟରତ ଅଛନ୍ତି। ଏତେ ସବୁ ବ୍ୟବସ୍ଥା ମଧ୍ୟରେ ବି ଲୋକଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁଁ ସାଧାରଣ ଲୋକ ଦଲାଲ ଓ ଅସାଧୁ ସ୍ଵାସ୍ଥ୍ୟ କର୍ମୀଙ୍କ ଶିକାର ହେଉଥିବା ଅଭିଯୋଗ ବର୍ତ୍ତମାନ ସାଧାରଣ ଘଟଣା ସାଜିଛି। ଲୋକଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁଁ ବର୍ତମାନ ରାଜ୍ୟ ବାହାରୁ ମଧ୍ୟ ଦଲାଲ କଳାହାଣ୍ଡିରେ ସକ୍ରିୟ ହେବା ବୁଦ୍ଧିଜୀବି ମାନଙ୍କ ପାଇଁ ଚିନ୍ତାର ବିଷୟ ସାଜିଛି ଏଭଳି ଏକ ଘଟଣାକ୍ରମରେ ମଙ୍ଗଳବାର ନର୍ଲା ପୁଲିସ୍ ଦୁଇଜଣ ରାଜ୍ୟ ବାହାରର ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି। ସୂଚନା ମତେ ଉତ୍ତରପ୍ରଦେଶ ଫରୁଖାବାର ଜିଲ୍ଲା କରିମଗଞ୍ଜ ପିତୋରା ଗ୍ରାମର ଶେହଜାନ୍ ଖାନ୍ ଓ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ରୁଷୁଡାର ଦୁବରାଜ ନାଗ ନର୍ଲାରୋଡ ସ୍ଥିତ ହୋଟେଲ ବିକ୍ରମରେ ଗତ କିଛି ଦିନ ହେଲା ରହିଆସୁଥିଲେ। ଉକ୍ତ ଦୁଇ ଜଣ ଏ ଅଞ୍ଚଳରେ ରହି ବିଭିନ୍ନ ଛତିଶଗଡ଼ର କିଛି ଘରୋଇ ଡାକ୍ତରଖାନାରେ ଲୋକଙ୍କୁ ଚିକିତ୍ସା କରାଇ ଓଡ଼ିଶା ସରକାରଙ୍କ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ଲାଭ ଉଠାଇବାର ପ୍ରଲୋଭନ ଦେଖାଇ ଦଲାଲି କରୁଥିବା ସନ୍ଦେହରେ ନର୍ଲା ପୁଲିସ୍ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି।ସୋମବାର ସମାଜସେବୀ ବିଜୟ ବୁଦ୍ଧିଆଙ୍କ ଠାରୁ ସୂଚନା ପାଇ ନର୍ଲା ପୁଲିସ୍ ବିଳମ୍ବିତ ରାତିରେ ଉକ୍ତ ଦୁଇ ଜଣଙ୍କୁ ପଚରାଉଚରା କରିଥିଲେ ହେଁ କୈାଣସି ସନ୍ତୋଷ ଜନକ ଉତ୍ତର ନ ପାଇବାରୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି। ସୂଚନା ଅନୁଯାୟୀ ଶେହନାଜ ଅଣଓଡ଼ିଆ ହୋଇଥିବା ଯୋଗୁଁ ଦୁବରାଜ ଙ୍କ ସହାୟତା ନେଇ ଗତ କିଛି ଦିନ ହେଲା ଏଠାରେ ରହି ଆସୁଥିଲା। ସର୍ଗିଗୁଡା ଓ ଆଖପାଖ ଅଞ୍ଚଳର କିଛି ଯୁବତୀଙ୍କୁ ଚାକିରି ଦେବାର ପ୍ରଲୋଭନ ଦେଇ ଲୋକଙ୍କୁ ବୁଝାଇବା ସହ ରାୟପୁରର ମାଁ ନାରାୟଣୀ ହସ୍ପିଟାଲରେ ଚିକିତ୍ସା କରାଇବା ପାଇଁ ପ୍ରବର୍ତ୍ତାଇ ଥିଲେ। ଲାଞ୍ଜିଗଡ଼ ବ୍ଲକ ପାଣିମୁଣ୍ଡା ଗ୍ରାମର ୧୯ ଜଣ ଏହି କ୍ରମରେ ଉକ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ପୁଲିସ ସୂଚନା ଦେଇଛି। ଉକ୍ତ ହିତାଧିକାରୀଙ୍କୁ ପ୍ରବର୍ତାଇବାରେ ପାଣିମୁଣ୍ଡା ଗ୍ରାମର ଆଶା ମାଁ ସୁଦେଶା ସାଙ୍କ ସହାୟତା ନେଇଥିବା କୁହାଯାଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚା ସୃଷ୍ଟି କରିଥିବା ବେଳେ ଆହୁରି ଅନେକ ତଥ୍ୟ ଲୁଚି ରହିଥିବା ସାଧାରଣରେ ଆଲୋଚନା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version