• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ବଜେଟ୍ : ୨୦୨୩-୨୪ ଆର୍ଥିକ ବର୍ଷର କୃଷି ବଜେଟରେ ମୋଟ ୨୪ ହଜାର ୮୨୯ କୋଟିର ବ୍ୟୟବରାଦ

Proprietor Abhimanyu Maharana by Proprietor Abhimanyu Maharana
February 24, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଓଡ଼ିଶା ବଜେଟ୍ : ୨୦୨୩-୨୪ ଆର୍ଥିକ ବର୍ଷର କୃଷି ବଜେଟରେ ମୋଟ ୨୪ ହଜାର ୮୨୯ କୋଟିର ବ୍ୟୟବରାଦ
Share on FacebookShare on TwitterWhatsapp

1. କୃଷି ବଜେଟରେ ମୋଟ ୨୪ ହଜାର ୮୨୯ କୋଟିର ବ୍ୟୟବରାଦ କରାଯାଇଛି।

୨୪ ଫେବୃଆରୀ ,ଶୁକ୍ରବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଚଳିତ ଆର୍ଥିକ ବର୍ଷରେ କୃଷି ବଜେଟରେ ମୋଟ ୨୪ ହଜାର ୮୨୯ କୋଟିର ବ୍ୟୟବରାଦ କରାଯାଇଛି। ୨୦୨୩-୨୪ର ଏହି ବଜେଟ ଗତବର୍ଷ ତୁଳନାରେ ୨୦ ପ୍ରତିଶତ ଅଧିକ । କୃଷି ବଜେଟରେ ରାଜ୍ୟ ସରକାର କାଳିଆ ଯୋଜନା ପାଇଁ ୧ ହଜାର ୮ ଶହ ୭୯ କୋଟିର ବ୍ୟୟବରାଦ କରିଛନ୍ତି ୨୦୧୮-୧୯ରୁ ଆରମ୍ଭ ହୋଇଥିବା କାଳିଆ ଯୋଜନା ପାଇଁ ରାଜ୍ୟ ସରକାର ୧ ହଜାର ୮ ଶହ ୭୯ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି । ପୂର୍ବରୁ ଏହି ଯୋଜନାରେ ୪୧ ଲକ୍ଷ ୮ ହଜାର କ୍ଷୁଦ୍ର ଏବଂ ନାମମାତ୍ର ଚାଷୀ ଏବଂ ୧୮ ଲକ୍ଷ ୬୯ ହଜାର ଭୂମିହୀନ ଚାଷୀ ପରିବାରକୁ ସହାୟତା ମିଳିସାରିଛି । ୨୦୨୩-୨୪ର ଏହି ବଜେଟ ଗତ ବର୍ଷ ତୁଳନାରେ ୨୦ ପ୍ରତିଶତ ଅଧିକ ହୋଇଥିବା ବେଳେ ୨୦୧୬-୧୭ଆର୍ଥିକ ବର୍ଷ ତୁଳନାରେ ଏହା ୩ ଗୁଣ ଅଧିକ ରହିଛି। ରାଜ୍ୟରେ ଥିବା ଗରିବ ଶ୍ରେଣୀର ଲୋକେ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନହୁଅନ୍ତି ସେହି ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି।ଚଳିତ ଆର୍ଥିକ ବର୍ଷରେ ଧାନ ସଂଗ୍ରହ କାର‌୍ୟ୍ୟକ୍ରମ ପାଇଁ ୨ ହଜାର କୋଟି ଟଙ୍କାର ରିଭଲଭିଙ୍ଗ ଫଣ୍ଡର ବ୍ୟବସ୍ଥା କରାଯାଇଛି । ରାଜ୍ୟର ୩୦ ଜିଲ୍ଲାରେ ଧାନ ସଂଗ୍ରହ ଜାରିରହିଥିବା ବେଳେ ପଶ୍ଚିମ ଓଡିଶାରେ ପ୍ରମୁଖ ଯୋଗଦାନ ରହିଛି । ତେଣୁ ଏହି ପାଣ୍ଠିର ଟଙ୍କାର ମୁଖ୍ୟ ହିତାଧିକାରୀ ହେବେ ଚାଷୀ ଏବଂ ତାଙ୍କ ଜୀବିକା ଉପାର୍ଜନରେ ଏହା ସହାୟକ ହେବ। ଏଥିସହ କାଳିଆ ଯୋଜନା ପାଇଁ ୧ ହଜାର ୮ ସହ ୭୯ କୋଟି ଟଙ୍କା। ଙଟଇଞ ରେ କୃଷି ଗବେଷଣା ଶିକ୍ଷା ଓ ଭିତ୍ତି ଭୂମି ବିକାଶ ପାଇଁ ୧ ସହ ୬୬ କୋଟି ଟଙ୍କା ବ୍ୟବରଦା କରାଯାଇଛି । ଉଦ୍ୟାନ କୃଷି ବିକାଶ ପାଇଁ ୩ ସହ ୮୧ କୋଟି ଓ ଜାତୀୟ ଉଦ୍ୟାନ କୃଷି ପାଇଁ ୧ ସହ ୨୧ କୋଟି ଟଙ୍କା ବ୍ୟୟବରଦା ହୋଇଛି ।ସେହିପରି ବାଣିଜ୍ୟ କୃଷି ଉଦ୍ୟୋଗ ପ୍ରତିଷ୍ଠା ଏବଂ କୃଷି ଉପକରଣ ପାଇଁ ୩ ସହ ୮୮ କୋଟି ଟଙ୍କା ବ୍ୟବରଦା କରାଯାଇଛି । ଜଲନିଧି ଯୋଜନା ସୌର ଜଲନିଧି ଯୋଜନା ରୂପରେଖ ପୁନଃ ରୂପାୟନ କରାଯାଇଛି ଏଥିପାଇଁ ୨ ସହ ୫୦ କୋଟି ଓ କ୍ଷୁଦ୍ର ଜଳ ସେଚନ ପାଇଁ ୪୫ କୋଟି ଟଙ୍କାର ବ୍ୟୟବରଦା କରାଯାଇଛି । ସେହିପରି କୃଷି ବିକାଶ ଯୋଜନା (ଜକଠଣ ) ରେ ୩ ସହ ୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ୫୨ କୋଟି ଟଙ୍କା ବ୍ୟାୟବରାଦ କରାଯାଇଛି । କୃଷି କ୍ଷେତ୍ର ରେ ମହିଳା ସଶକ୍ତିକରଣ -ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG) ୫ ବର୍ଷ ମଧ୍ୟରେ ଖର୍ଚ୍ଚ ପାଇଁ ୩ ସହ ୬୭ କୋଟି ସେହିପରି ଛତୁ ମିଶନ ଓ ଫୁଲ ଚାଷ ମିଶନ ଅଧୀନ ରେ ୧୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ୯ ଜିଲ୍ଲା ର ୫୦ ବ୍ଲକ ରେ ଓଡ଼ିଶା ପଣସ ମିଶନ ପାଇଁ ୯ କୋଟି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version