• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅସହାୟ ମହିଳାଙ୍କୁ ସାହାଯ୍ୟର ହାତ ବଢାଇଲେ ମୋହନା ଥାନା ଅଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
February 24, 2023
in ଓଡ଼ିଶା, ଗଜପତି, ହୋମ୍
0
ଅସହାୟ ମହିଳାଙ୍କୁ ସାହାଯ୍ୟର ହାତ ବଢାଇଲେ ମୋହନା ଥାନା ଅଧିକାରୀ
Share on FacebookShare on TwitterWhatsapp

୨୪ ଫେବୃଆରୀ ,ଶୁକ୍ରବାର (ଓଡ଼ିଶା ତାଜାନ୍ୟୁଜ ) ଆର. ଉଦୟଗିରି  :- ଗଜପତି ଜିଲ୍ଲା ମୋହନା ବ୍ଲକ ଏକ ଦୁର୍ଗମ ପାହାଡ ପର୍ବତ ଅଞ୍ଚଳ । ଏହି ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ପାଇଁ ବହୁ ଦୂରଦୂରାନ୍ତରୁ ମୋହନା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ଉପରେ ରୋଗୀ ନିର୍ଭର କରୁଥିବା ଦେଖିବାକୁ ମିଳୁଛି।କିନ୍ତୁ ଆଜି ଦୁର୍ଗମ ଅଞ୍ଚଳର ଲତା ବେହେରା (୨୪)ପ୍ରସବ ବେଦନା ହେବାରୁ ନିଜ ସମ୍ପର୍କୀୟ ସହ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆସିଥିଲେ କିନ୍ତୁ ସେଠାରେ କୌଣସି ପ୍ରକାର ପ୍ରସବ ହୋଇନପାରି ବେଦନା ଅଧିକ ହେବାରୁ ଏହି ଖବର ମୋହନା ଥାନା ଅଧିକାରୀ ପ୍ରଶାନ୍ତ କୁମାର ନିସିକା ପାଇ ଘଟଣା ସ୍ଥଳକୁ ଯାଇ ପ୍ରସବ ବେଦନାରେ ସ୍ୱାସ୍ଥ୍ୟ କେନ୍ଦ୍ରରେ ଛଟପଟ ହେଉଥିବା ମହିଳା ଲତାକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନା ପଠାଇବା ବ୍ୟବସ୍ଥା କରିଥିବା ସହ ନିଜ ବିଭାଗ କର୍ମଚାରୀଙ୍କୁ ସାଙ୍ଗରେ ପଠାଇ ରୋଗୀର ଚିକିତ୍ସା ବ୍ୟବସ୍ଥା କରାଇଥିବା ଜଣାପଡିଛି । ମୋହନା ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକାରୀ ପ୍ରାଥମିକ ଚିକିତ୍ସା କରିଥିବା ପ୍ରକାଶ । ମୋହନା ଥାନା ଅଧିକାରୀଙ୍କ ଏହି ମହାନ ମାନବିକତାକୁ ସାଧାରଣରେ ଉଚ୍ଚ ପ୍ରଶଂସା କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026
ଆଶ୍ରୟ ପକ୍ଷରୁ ସମୁଦ୍ରକୂଳ ସଫେଇ ଓ ସଚେତନତା କାର୍ଯ୍ୟକ୍ରମ

ଆଶ୍ରୟ ପକ୍ଷରୁ ସମୁଦ୍ରକୂଳ ସଫେଇ ଓ ସଚେତନତା କାର୍ଯ୍ୟକ୍ରମ

September 20, 2026
କଣ୍ଟାବାଞ୍ଜି, ବିଶ୍ଵକର୍ମା ପୂଜାଭଷାଣି

କଣ୍ଟାବାଞ୍ଜି, ବିଶ୍ଵକର୍ମା ପୂଜାଭଷାଣି

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version