• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳ ଆଲୁମିନାର ରକ୍ତଦାନ ଶିବିରରେ ରେକର୍ଡ ୨୫୩ ୟୁନିଟ ରକ୍ତ ସଂଗୃହୀତ

Proprietor Abhimanyu Maharana by Proprietor Abhimanyu Maharana
February 25, 2023
in ଓଡ଼ିଶା, ରାୟଗଡା, ହୋମ୍
0
ଉତ୍କଳ ଆଲୁମିନାର ରକ୍ତଦାନ ଶିବିରରେ ରେକର୍ଡ ୨୫୩ ୟୁନିଟ ରକ୍ତ ସଂଗୃହୀତ
Share on FacebookShare on TwitterWhatsapp

୨୪ ଫେବୃଆରୀ ,ଶୁକ୍ରବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର/ ଟିକିରି :- ଏହି ଅଞ୍ଚଳର ସ୍ୱାସ୍ଥ୍ୟ ଓ କଲ୍ୟାଣ ଦିଗରେ ନିରଳସ ଭାବରେ ଚାଲିଥିବା ପ୍ରୟାସର ଅଂଶସ୍ୱରୂପ ଆଦିତ୍ୟ ବିର୍ଲା ଗ୍ରୁପ୍‍ର ହିଣ୍ଡାଲ୍‍କୋ ଇଣ୍ଡଷ୍ଟ୍ରିଜର ଏକ ସହଯୋଗୀ କମ୍ପାନୀ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଏହାର ନୂଆପଡା ଟାଉନସିପ୍‍ କ୍ଲବ ହାଉସଠାରେ ୨୦୨୩ ଫେବୃଆରୀ ୨୩ ତାରିଖରେ ରାୟଗଡା ଜିଲ୍ଲା ରକ୍ତ ଭଣ୍ଡାର ସହଯୋଗିତାରେ ଏକ ରକ୍ତଦାନ ଶିବିର ଆୟୋଜନ କରିଥିଲା । ଉତ୍କଳ ଆଲୁମିନାର କର୍ମଚାରୀବୃନ୍ଦ ଏବଂ ସେମାନଙ୍କର ପରିବାର ସଦସ୍ୟଗଣ, ଉଜ୍ଜ୍ୱଳ ଉତ୍କଳ (ମହିଳା କ୍ଲବ) ସଦସ୍ୟାବୃନ୍ଦ, ସୁରକ୍ଷା କର୍ମଚାରୀ, ନିରାପତ୍ତା ଓ ଅଗ୍ନିଶମ କର୍ମଚାରୀ, କାଶିପୁର ଡ୍ରାଇଭର ସଂଘ, ଟିକିରି ବଣିକ ସଂଘ, ସହଭାଗୀ ପ୍ରତିଷ୍ଠାନର କର୍ମଚାରୀଗଣ, କର୍ମଚାରୀ ୟୁନିୟନ, ଚୁକ୍ତିଭିତ୍ତିକ କର୍ମଚାରୀ, ଶ୍ରମିକ ଏବଂ ଡିପି (ସ୍ଥାନାନ୍ତରିତ ବ୍ୟକ୍ତି) କମିଟି ତଥା ଜନସାଧାରଣ ସାମାଜିକ କାରଣ ନିମନ୍ତେ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ, ଯାହା ରାୟଗଡା ଜିଲ୍ଲାର ରକ୍ତ ଆବଶ୍ୟକତା ପୂରଣ କରିପାରିବ । ଏହି ଶିବିରରୁ ୨୫୩ ୟୁନିଟ ରକ୍ତ ସଂଗୃହୀତ ହୋଇଛି । ଶ୍ରୀ ଧର୍ମାନନ୍ଦ ବେହେରା, ଏଡିଏମ, ରାୟଗଡା ରକ୍ତଦାନ ଶିବିର ଉଦ୍‍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ଶ୍ରୀ ମଜହର ବେଗ୍‍, ୟୁନିଟ ହେଡ୍‍ ଉତ୍କଳ ଆଲୁମିନା, ଡଃ.ଲୋପାମୁଦ୍ରା ପ୍ରିୟଦର୍ଶିନୀ, ହେଡ୍‍ ସିଏସଆର୍‍, ସିଆର୍‍ ଆଣ୍ଡ ସଷ୍ଟେନେବିଲିଟି, ଉତ୍କଳ ଆଲୁମିନା, ଡଃ.ଗୌତମ ପଟନାୟକ, ବ୍ଲଡ ବ୍ୟାଙ୍କ ଅଫିସର, ରାୟଗଡା, ଶ୍ରୀ ଗୋବିନ୍ଦ ନାଏକ, ପ୍ରେସିଡେଣ୍ଟ ଡିପି କମିଟି, ଶ୍ରୀ ଅଲାରାମ ବାତ୍ରା, ସେକ୍ରେଟାରୀ ଡିପି କମିଟି, ଶ୍ରୀ ଜୟଦାନ ନାଏକ, ପ୍ରେସିଡେଣ୍ଟ, କର୍ମଚାରୀ ୟୁନିୟନ, ଶ୍ରୀ ଜଗଜ୍ଜୀବନ ନାଏକ, ପ୍ରେସିଡେଣ୍ଟ, ଡ୍ରାଇଭର ସଂଘ କାଶିପୁର, ଶ୍ରୀ ମୁନ୍ନା ନାଏକ, ଟିକିରି ବଣିକ ସଂଘ ପ୍ରମୁଖ ଉଦ୍‍ଘାଟନୀ ଉତ୍ସବରେ ଅତିଥି ଭାବେ ଯୋଗଦେଇଥିଲେ ।ସମଗ୍ର ଦେଶରେ ରକ୍ତଦାନ ନିମନ୍ତେ ଆଗ୍ରହ ଓ ଉତ୍ସାହର ସହିତ ସଚେତନତା ସୃଷ୍ଟି କରୁଥିବା କିରଣ ବର୍ମା ଅନ୍ୟତମ ଅତିଥି ଭାବରେ ଉଦ୍‍ଘାଟନୀ ଉତ୍ସବରେ ଉପସ୍ଥିତ ଥିଲେ । ସେ ରକ୍ତଦାତାମାନଙ୍କୁ ରକ୍ତ ଦାନ କରିବା ଏବଂ ଜୀବନ ବଞ୍ଚାଇବା ନିମନ୍ତେ ପ୍ରେରିତ ଏବଂ ଉତ୍ସାହିତ କରିଥିଲେ । ଶ୍ରୀ ବର୍ମା ଦିଲ୍ଲୀରୁ ପ୍ରାୟ ୧୧,୦୦୦ରୁ କିଲୋମିଟରରୁ ଅଧିକ ରାସ୍ତା ଚାଲିଚାଲି ଟିକିରିରେ ପହଞ୍ଚିଥିଲେ ଏବଂ ସେ ୨୧,୦୦୦ କିଲୋମିଟର ପଥ ପାଦରେ ଚାଲିଚାଲି ଅତିକ୍ରମ କରିବା ନିମନ୍ତେ ରଖିଥିବା ଲକ୍ଷ୍ୟ ହାସଲ ନିମନ୍ତେ ତାଙ୍କର ଯାତ୍ରା ଜାରି ରଖିବେ । ତାଙ୍କର ଉପସ୍ଥିତି ରକ୍ତଦାତାମାନଙ୍କୁ ବାସ୍ତବରେ ପ୍ରେରିତ କରିଥିଲା । ଡଃ.ଲାଲମୋହନ ରାଉତରାୟ, ସିଡିଏମ୍‍ଓ, ରାୟଗଡା ଏବଂ ଶ୍ରୀ ଭୀମସେନ ସବର, ସବ୍‍-କଲେକ୍ଟର ରାୟଗଡା ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗଦେଇଥିଲେ । ଜୀବନ ବଞ୍ଚାଇବା ନିମନ୍ତେ ରକ୍ତଦାନ ଏକ ସରଳ ଅଥଚ ଶକ୍ତିଶାଳୀ ମାଧ୍ୟମ ଏବଂ ଆମର ରକ୍ତଦାନ ରକ୍ତ ଆବଶ୍ୟକ କରୁଥିବା ଜଣକ ପାଇଁ ଜୀବନରେ ପରିବର୍ତ୍ତନକାରୀ ପାର୍ଥକ୍ୟ ଆଣିପାରିବ ବୋଲି ଉଲ୍ଲେଖ କରିବା ସହିତ ସେମାନେ ଏହି ପ୍ରୟାସକୁ ସମର୍ଥନ ଜଣାଇଥିଲେ ଏବଂ ଉତ୍ସାହିତ କରିଥିଲେ ।  କାର୍ଯ୍ୟକ୍ରମର ମୁଖ୍ୟ ଅତିଥି, ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ ରାୟଗଡା ରକ୍ତଦାନ ଅଭିଯାନ ଆୟୋଜନ ନିମନ୍ତେ ଉତ୍କଳ ଆଲୁମିନାର ପ୍ରୟାସକୁ ଉଚ୍ଚ ପ୍ରଶଂସା କରିଥିଲେ । ଜୀବନ ବଞ୍ଚାଇବା ନିମନ୍ତେ ରକ୍ତଦାନର ଗୁରୁତ୍ୱକୁ ସେ ଦୋହରାଇବା ସହିତ ଭବିଷ୍ୟତରେ ଏହିଭଳି ବାରମ୍ବାର ଅଧିକ ଶିବିର ଆୟୋଜନ କରିବାକୁ ଟିମ୍‍କୁ ଉତ୍ସାହିତ କରିଥିଲେ । ରାୟଗଡା ସବ୍‍କଲେକ୍ଟର ଶ୍ରୀ ସବର ସ୍ୱେଚ୍ଛାକୃତ ରକ୍ତଦାନ ଅଭିଯାନ ଆୟୋଜନ କରିବାରେ ଉତ୍କଳ ଆଲୁମିନାର ନିରଳସ ପ୍ରୟାସକୁ ଉଚ୍ଚ ପ୍ରଶଂସା କରିଥିଲେ । ଭବିଷ୍ୟତରେ ଏହି ଧରଣର ପ୍ରୟାସଗୁଡିକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପୂର୍ଣ୍ଣ ସମର୍ଥନ ଯୋଗାଇ ଦିଆଯିବ ବୋଲି ସେ ମଧ୍ୟ ଆୟୋଜକମାନଙ୍କୁ ପୁନଃପ୍ରତିଶୃତି ଦେଇଥିଲେ ।  ନିଜର ଆୟୋଜନକାରୀ ଉଦ୍‍ବୋଧନରେ ଶ୍ରୀ ମଜହର ବେଗ୍‍, ୟୁନିଟ ହେଡ ଓ ପ୍ରେସିଡେଣ୍ଟ, ଉତ୍କଳ ଆଲୁମିନା, ରକ୍ତଦାନ ମାନବ ସମାଜ ପ୍ରତି କିଭଳି ଏକ ଅମୂଲ୍ୟ ଅବଦାନ, ତାହାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ । ଜନସମୁଦାୟ ଏବଂ ସମାଜର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ସ୍ୱାସ୍ଥ୍ୟ ଓ କଲ୍ୟାଣ ପ୍ରତି ଉତ୍କଳ ଆଲୁମିନାର ପ୍ରତିବଦ୍ଧତା ସେ ପୁନଃପ୍ରକାଶ କରିଥିଲେ । ସେ କହିଥିଲେ, “ଜିଲ୍ଲା କର୍ତ୍ତୃପକ୍ଷଙ୍କ ସହିତ ଏଭଳି ସହଯୋଗିତାକୁ ନେଇ ଆମେ ଏକ ସୁସ୍ଥ ଏବଂ ଦାୟିତ୍ୱସମ୍ପନ୍ନ ସମାଜ ଗଠନ ଦିଗରେ ପ୍ରତିବଦ୍ଧ ରହିଛୁ ।”

 
 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version