୨୦୨୩ ମାର୍ଚ୍ଚ ସୁଦ୍ଧା ପୁରୁଣା ଗାଡ଼ି ହଟାଇବାକୁ ନିଷ୍ପତ୍ତି ହୋଇଛି ବୋଲି ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ସ୍କ୍ରାପିଂ ହେବାକୁ ଥିବା ଗାଡ଼ି ମଧ୍ୟରେ ସର୍ବାଧିକ ବାଇକ ଓ ସ୍କୁଟର ରହିଛି । ୧୨ ଲକ୍ଷ ୯୯ ହଜାର ୩୫୧ଟି ବାଇକ/ସ୍କୁଟର ସ୍କ୍ରାପିଂ କରାଯିବ ବୋଲି ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି ।

© 2023 Odisha Taza News.