• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଦ୍ଵାର ଆଜି ପାରଳାଖେମୁଣ୍ଡି ସ୍ଥିତ ଆରଏମସି ପ୍ରାଙ୍ଗଣରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 25, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଦ୍ଵାର ଆଜି ପାରଳାଖେମୁଣ୍ଡି ସ୍ଥିତ ଆରଏମସି ପ୍ରାଙ୍ଗଣରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
Share on FacebookShare on TwitterWhatsapp

୨୪ ଫେବୃଆରୀ ,ଶୁକ୍ରବାର (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଓଡ଼ିଶା ସରକାର ଓ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଗଜପତି ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଦ୍ଵାର ଆଜି ପାରଳାଖେମୁଣ୍ଡି ସ୍ଥିତ ଆରଏମସି ପ୍ରାଙ୍ଗଣରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ଜିଲ୍ଲାର ନୂତନ ଭାବରେ ମନୋନୀତ ସଭ୍ୟ ସଭ୍ୟାମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ରାଜ୍ଯ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପଦେଷ୍ଟା ଶ୍ରୀଯୁକ୍ତ ପ୍ରଦୀପ ମାଝୀ ଜିଲ୍ଲାର ନୂତନ ଭାବେ ମନୋନୀତ ସଭ୍ୟ ସଭ୍ୟାମାନଙ୍କୁ ସମ୍ବର୍ଦ୍ଧନା କରିଥିଲେ । ଏହି ସମ୍ବର୍ଦ୍ଧନା ସଭାରେ ସମ୍ମାନିତ ଅତିଥି ଭାବରେ ଗଜପତି ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମରିଅମ୍‌ ରାଇତୋ,ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଉପ-ଅଧକ୍ଷ ଶ୍ରୀଯୁକ୍ତ ଧନେଶ୍ଵର ଭୁଁଆ , ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି.ତିରୁପତି ରାଓ,ପାରଳାଖେମୁଣ୍ଡି ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ,କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଏମ. ସୁଧରଣି, ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା,ପ୍ରକଳ୍ପ ପ୍ରଶାସକ ଶ୍ରୀଯୁକ୍ତ ଫଲଗୁନୀ ମାଝୀ ମଞ୍ଚାସିନ ଥିଲେ।

ଗଜପତି ଜିଲ୍ଲାର ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମରିଅମ୍‌ ରାଇତୋଙ୍କ ଅଧକ୍ଷାତାରେ ଆୟୋଜିତ ଏହି ସମ୍ବର୍ଧନା ସଭାରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପଦେଷ୍ଟା ଶ୍ରୀଯୁକ୍ତ ମାଝୀ ଜିଲ୍ଲାର ନୂତନ ଭାବେ ଦାୟିତ୍ଵ ନେଇଥିବା ସଭ୍ୟ ସଭ୍ୟାମାନଙ୍କୁ ପ୍ରଥମେ ଅଭିନନ୍ଦନ ଜଣାଇଥିଲେ। ସମସ୍ତ ସଦସ୍ୟଙ୍କୁ ସ୍ଵତନ୍ତ୍ର ଉନ୍ନୟନ ପରିଷଦର ଗୁରୁ ଦାୟିତ୍ଵ ପ୍ରଦାନ କରାଯାଇଥିବା କହିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ଜନଜାତିଙ୍କ ଉନ୍ନତି ପାଇଁ ଯେଉଁ ବିକାଶ ଦ୍ଵାରା ଚାଲିଛି ସେଥିରେ ନିଜକୁ ସାମିଲ କରି ନିଜ ଗୁରୁ ଦାୟିତ୍ଵକୁ ସଠିକ୍ ଭାବେ ତୁଲାଇବା ପ୍ରତି ଗୁରୁତ୍ବ ଦେବାକୁ ଶ୍ରୀ ମାଝୀ ଆହ୍ବାନ ଦେଇଥିଲେ। ସେ ଆଉରୀ କହିଥିଲେ, ଅଧିବାସୀମାନେ କେବଳ କଳା ଓ ସଂସ୍କୃତି ଭିତରେ ସିମୀତ ରହିଗଲେ ହେବ ନାହିଁ ଜନଜାତିମାନେ ସବୁ ସମୟରେ ଯେପରି ଆଗଧାଡ଼ିରେ ରହିବେ ସେଥି ପ୍ରତି ସବୁବେଳେ ଧ୍ୟାନ ଦେବା ଆବଶ୍ୟତା ରହିଛି। ଜଗପତି ଜିଲ୍ଲାର ଲାଞ୍ଜିଆ ସଉରା ଜନଜାତି ରହିଛନ୍ତି ଏବଂ ରାଜ୍ୟର ୯ ଗୋଟି ଜିଲ୍ଲାରେ ମୋଟ ୬୨ ଜନଜାତି ବସବାସ କରୁଛନ୍ତି।ସମସ୍ତେ ସମସ୍ତଙ୍କ ମଧ୍ୟରେ ସବୁବେଳ ଯୋଗାଯୋଗ ରହିବା ସହିତ କେଉଁ ଜାଗାରେ କାହାର କଣ ଅସୁବିଧା ରହିଛି ତାହାକୁ ଉପସ୍ଥାପନା କରିବା ସହ ନିଜ ନିଜ ମଧ୍ୟରେ ଆଲୋଚନ କରାଇବାକୁ ହେବ। ଯାହା ଫଲରେ ଆଗାମୀ ଦିନରେ ଆଉ ବିଗତ ଦିନ ମାନଙ୍କରେ ସମ୍ମୁଖୀନ ହେଉଥିବା ଅସୁବିଧା ସବୁ ଦୁର ହେବ ବୋଲି ଶ୍ରୀ ମାଝୀ କହିଥିଲେ। ବର୍ତ୍ତମାନ ଜନଜାତି ବିକାଶ ପାଇଁ ଉଚିତ୍ ସମୟ ଆସିଛି , ଏହି ସୁଯୋଗ ହାତ ଛଡା ନ କରାଇବାକୁ କହିଥିଲେ। କିଛି ବୈଜ୍ଞାନିକ , ଶିକ୍ଷାବିତ୍, ରାଜନୀତିଜ୍ଞ ଏବଂ ବୁଦ୍ଧିଜୀବୀମାନଙ୍କ ସହ ଆଲୋଚନା କରି ସମସ୍ତଙ୍କ ମତାମତ ନେଇ ସ୍ଵତନ୍ତ୍ର ଉନ୍ନୟନ ପରିଷଦର ଏକ ନୂତନ ପରିବର୍ତ୍ତନ ଆଣିବାର ଅଛି। ଜଣେ ଜନଜାତି ପିଲାଟିଏ ଆଗାମୀ ଦିନରେ ପାଇଲଟ୍ ହୋଇ ଉଡାଜାହାଜ ଉଡ଼େଇବାର ଅଛି ବୋଲି କହିଛନ୍ତି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀଯୁକ୍ତ ପଣ୍ଡା କହିଥିଲେ ଯେ ଜିଲ୍ଲାର ପ୍ରତ୍ୟେକ ଜନଜାତିଙ୍କ ଉନ୍ନତି ପାଇଁ ସଦା ସର୍ବଦା ଚେଷ୍ଟା ଜାରି ରଖିଥିବା କହିଛନ୍ତି।

ଆଜିର ଏହି ସମ୍ବର୍ଦ୍ଧନା ସଭାରେ ଆପୂଳ ନାୟକ, ମାଧବ ଶବର, ବିମଳା ଦଳେଇ, ବୁଲୁ ରଇତୋ, ମୋସ୍ଲାନ ରଇତୋ, ବିରେଞ୍ଚି ନାରାୟଣ ଦେଓ, ଜ୍ଞାନ ରଞ୍ଜନ ଜେନା, ସନ୍ୟାସୀ କାର୍ଜି, ବିଜୟ କୁମାର ଗମାଙ୍ଗ, ବବିତା ଭୁଆଁ, ସେବତୀ ଶବର, ଜେମଶ ରାଇକା, ପ୍ରସେନା ବେହରଡାଲି, ତପୋନ ରଇତୋ, ରଶ୍ମିତା ନାୟକ, ରାମ କ୍ରିଷ୍ଣା ଦଳେଇ, ରାମ ଦଳବେହେରା, ସୁନୀତା ଦଳବେହେରା, ରାଜୀବ ମଲ୍ଲିକ, ବଳିମା ଶବର, ବାଳନ୍ତିନ ମାଝୀ ଓ ହାଣ୍ଡିଆ କନ୍ଧୋ ମୋନାନିତ ହୋଇ ୨୨ ଜଣଙ୍କୁ ସମ୍ବର୍ଦ୍ଧିତ ହୋଇଛନ୍ତି । ଆଜିର ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ଜିଲ୍ଲାର ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ, ଅଧ୍ୟକ୍ଷା ,ଜିଲ୍ଲାପରିଷଦ ସଭ୍ୟ ସଭ୍ୟାଙ୍କ ସମେତ ସମସ୍ତ ଜନପ୍ରତିନିଧି ଉପସ୍ଥିତ ଥିଲେ। ଏହି ସଭାକୁ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀଯୁକ୍ତ ସନ୍ତୋଷ କୁମାର ରଥ ଧନ୍ୟବାଦ ଦେଇଥିଲେ। ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦର ଜିଲ୍ଲା ପ୍ରୋଗ୍ରାମ ସଂଯୋଜକ ଜି.ରାଜେଶଙ୍କ ସମେତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

October 14, 2026
ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version