• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିଆନ ପବ୍ଲିକ ସ୍କୁଲ ଠାରେ ଟାଟା ପାୱାର ପକ୍ଷରୁ ଦକ୍ଷିଣାଞ୍ଚଳ ଡିଭିଜନ ର ଗ୍ରାହକ ସମ୍ପର୍କ ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 25, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିଆନ ପବ୍ଲିକ ସ୍କୁଲ ଠାରେ ଟାଟା ପାୱାର ପକ୍ଷରୁ ଦକ୍ଷିଣାଞ୍ଚଳ ଡିଭିଜନ ର ଗ୍ରାହକ ସମ୍ପର୍କ ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

୨୫ଫେବୃଆରୀ ,2023 (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସହରର ଉପକଣ୍ଠ ରେ ଥିବା ସେଞ୍ଚୁରିଆନ ପବ୍ଲିକ ସ୍କୁଲ ଠାରେ ଟାଟା ପାୱେର ଦକ୍ଷିଣାଞ୍ଚଳ ବଣ୍ଟନ ଡିଭିଜନ ତାରଫରୁ ଏକ ଗ୍ରାହକ ସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି |ଏହି ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଓ ବହୁ ଗ୍ରାହକ ଏହି ଶିବିର ରେ ଯୋଗ ଦେଇଥିଲେ |

ଏହି ଶିବିର ଙ୍କୁ ସିଅରସି ପାରଳାଖେମୁଣ୍ଡି ଆୟୋଜନ କରିଥିବା ବେଳେ ଇଞ୍ଜିନିୟର ଅନିଲ ଭୋଇ,ସି ଆର ଓ ଆକାଶ ପାଇକରାୟ ସି ଆର ଇ ନନ୍ଦୁ ପଟନାୟକ ପରିଚାଳନା କରିଥିଲେ | ଏହି ଗ୍ରାହକ ସମ୍ପର୍କ ଶିବିର ମାଧ୍ୟମ ରେ ଡିଜିଟାଲ ପୈଠ, ଏକ କାଳୀନ ଚୁକ୍ତି ମାଧ୍ୟମ ରେ ବୋକେୟା ପୈଠ 30%ଛାଡ଼ ଓ ଅନ୍ୟାନ୍ୟ ବିଷୟ ନେଇ ସଚେତନ କରାଯାଇଥିଲା | ସ୍କୁଲ ର ଅଧ୍ୟାକ୍ଷା ସୁନିତା ପାଣିଗ୍ରାହୀ ଓ ପ୍ରଦୀପ ପଣ୍ଡା, ବିଜୟ ଶତପଥୀଙ୍କୁ ଧନ୍ୟବାଦ ପ୍ରଦାନ କରା ଯାଇଥିଲା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

October 14, 2026
ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

October 14, 2026
ସ୍ଲୋଗ୍‌ : ପି. ସଇଲଙ୍ଗ ରେ ଜଙ୍ଗଲ ଅଧିକାର ପଟ୍ଟା ବଣ୍ଟନ, କମ୍ୟୁନିଟି ହଲ୍‌ ଉଦ୍‌ଘାଟିତ 

ସ୍ଲୋଗ୍‌ : ପି. ସଇଲଙ୍ଗ ରେ ଜଙ୍ଗଲ ଅଧିକାର ପଟ୍ଟା ବଣ୍ଟନ, କମ୍ୟୁନିଟି ହଲ୍‌ ଉଦ୍‌ଘାଟିତ 

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version