• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଠକରଗୋଳା ମହାବିଦ୍ୟାଳୟର ୩୬ ତମ ବାର୍ଷିକୋତ୍ସବ ଯେଉଁ ସ୍ୱପ୍ନ ଶୋଇବାକୁ ଦେଇନଥାଏ ତାହା ଅସଲ ସ୍ୱପ୍ନ : ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ

Proprietor Abhimanyu Maharana by Proprietor Abhimanyu Maharana
February 25, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ମଠକରଗୋଳା ମହାବିଦ୍ୟାଳୟର ୩୬ ତମ ବାର୍ଷିକୋତ୍ସବ ଯେଉଁ ସ୍ୱପ୍ନ ଶୋଇବାକୁ ଦେଇନଥାଏ ତାହା ଅସଲ ସ୍ୱପ୍ନ : ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ
Share on FacebookShare on TwitterWhatsapp

୨୫ ଫେବୃଆରୀ,ଶନିବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନ :– ଭୁବନ ବ୍ଲକ ଅନ୍ତର୍ଗତ ମଠକରଗୋଳା ମହାବିଦ୍ୟାଳୟର ୩୬ ତମ ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଚିତ ରଂଜନ ଦାଶ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବାର୍ଷିକୋତ୍ସବ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଖଣି ଇସ୍ପାତ ଓ ପୂର୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ , ଆମ୍ଭେମାନେ ରାତିରେ ଯେଉଁ ସ୍ୱପ୍ନ ଦେଖୁଛେ ତାହା ସ୍ୱପ୍ନ ନୁହେଁ , ତାହା କଳ୍ପନା, ଦିନରେ ଯାହା ଚିନ୍ତା କରିଥାଉ ତାହାକୁ ରାତିରେ ଆମେ ସ୍ୱପ୍ନ ଦେଖୁ ।ଯେଉଁ ସ୍ୱପ୍ନ ଶୋଇବାକୁ ଦେଇନଥାଏ, ତାହାହିଁ ବାସ୍ତବରେ ସ୍ୱପ୍ନ । ତୁମେମାନେ ଭବିଷ୍ୟତରେ ଯାହା ହେବାକୁ ସଂକଳ୍ପ ନେଇଛ ,ଆଉ ସେଥିପାଇଁ ନିଷ୍ଠା , ଏକାଗ୍ରତାର ସହ କାର୍ଯ୍ୟ କରିବା ଉଚିତ , ତାହେଲେ ତୁମର ଆଉ ତୁମ ପିତା ମାତାଙ୍କ ସ୍ୱପ୍ନ ସାର୍ଥକ ହେବ ବୋଲି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ମାର୍ଗଦର୍ଶନ କରିଥିଲେ । ମୁଖ୍ୟ ବକ୍ତା ଭାବେ ସାଂସଦ ମହେଶ ସାହୁ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ କଲେଜ ପରିଚାଳନା କମିଟି ସଭାପତି ତଥା ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ସାହୁ ,

ମଠକରଗୋଳା ସରପଂଚ ଅଜୟ କୁମାର ନାୟକ , ସମିତିସଭ୍ୟା ସନ୍ଧ୍ୟାରାଣୀ ନାୟକ , ଗ୍ରାମ୍ୟ କମିଟି ସଭାପତି ପ୍ରଶାନ୍ତ କୁମାର ଜେନା ପ୍ରମୁଖ ମଂଚାସୀନ ଥିଲେ । ପ୍ରଫେସର ଏସ ରାଉତ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ପ୍ରଫେସରଏସ ଏସ ପାତ୍ର , ପି କେ ମିଶ୍ର, କେ ସି ପାତ୍ର ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରିଥିଲେ । କୃତୀ ବିଦ୍ୟାର୍ଥୀ ମାନଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version