• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମାଟିର ପର୍ବ ରଜ …

Proprietor Abhimanyu Maharana by Proprietor Abhimanyu Maharana
June 14, 2020
in Uncategorized, ଓଡ଼ିଶା, ଦେଶ, ମନୋରଞ୍ଜନ, ହୋମ୍
0
ମାଟିର ପର୍ବ  ରଜ …
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୪ ଜୁନ୍ ରବିବାର ) ବାଲେଶ୍ୱର :- ଓଡ଼ିଶାର ସାମାଜିକ ଓ ସାଂସ୍କୃତିକ ଜୀବନର ଏକ ଅଭିନ୍ନ ଅଙ୍ଗ ହେଉଛି ଏହାର ପୂରପଲ୍ଲୀରେ ପାଳନ କରାଯାଉଥିବା ପର୍ବପର୍ବାଣୀ । ସେଥିମଧ୍ୟରୁ ରଜପର୍ବ ପାଳନର ପରମ୍ପରା ଅନନ୍ୟ । କୃଷି ଓଡ଼ିଶାବାସୀଙ୍କ ମୁଖ୍ୟ ଜୀବିକା ହୋଇଥିବାରୁ ମାଟି ମା’କୁ ବିଶ୍ରାମ ଦେବା ଏହି ପର୍ବ ପାଳନର ମୁଖ୍ୟ ଉଦ୍ଦେଶ୍ୟ । ସାଧାରଣତଃ କୃଷକମାନେ ରଜସଂକ୍ରାନ୍ତି ପୂର୍ବରୁ କ୍ଷେତରେ ଧାନ ବୁଣି ବର୍ଷାର ଆଗମନକୁ ଅପେକ୍ଷା କରିଥାନ୍ତି । ଆଷାଢର ପ୍ରଥମ ବର୍ଷାରେ ପୃଥିବୀ ଶୀତଳ ହେବା ସହ ପ୍ରଜନନକ୍ଷମ ହୋଇଥାଏ ।

ପୃଥିବୀମାତାର ଏହି ଅବସ୍ଥାକୁ ରଜସ୍ୱଳା ନାରୀ ସହ ତୁଳନା କରି ପୂର୍ଣ୍ଣବିଶ୍ରାମ ଦିଆଯାଏ । ଏଥିସହିତ କୃଷିକର୍ମରୁ ଅବ୍ୟାହତି ନେଇ ଆନନ୍ଦଉଲ୍ଲାସରେ ମାତି ଯାଇଥାନ୍ତି କୃଷକସମାଜ । ବିଭିନ୍ନ ପ୍ରକାରର ପିଠାପଣାରେ ମହକିଯାଏ ଓଡ଼ିଶାର ପୂରପଲ୍ଲୀ । ରଜପାନ ଖିଆ, ଦୋଳିରେ ଝୁଲିବା, ଲୁଡୁ, ତାସ୍ ଖେଳ ଓ ବନ୍ଧୁଶଙ୍ଖୁଳା ମଧ୍ୟରେ ଉତ୍ସବମୁଖର ହୋଇଉଠେ ପରିବେଶ । ପହଲି ବର୍ଷାର ସ୍ପର୍ଶରେ ଝୁମିଯାଏ, ପୁଲକିତ ପଲ୍ଲବିତ ହୁଏ ପୃଥିବୀ । ଏହା ସହ ତାଳ ଦେଇ ବୟସ ନିର୍ବିଶେଷରେ ସମସ୍ତେ ମାତିଯାନ୍ତି ହର୍ଷୋଲ୍ଲାସରେ ।

ଜ୍ୟେଷ୍ଠମାସର ଶେଷ ଦିନ, ଆଷାଢର ପ୍ରଥମ ଦୁଇ ଦିନଧରି ଏହାକୁ ପାଳନ କରାଯାଇଥାଏ । ଏହି ସମୟରେ ପୃଥିବୀମାତାକୁ ଆଘାତ ନ ଦେବା ପାଇଁ କୁମାରୀମାନେ ଖାଲି ପାଦରେ ଚାଲନ୍ତି ନାହିଁ। କଦଳୀ ପାଟୁକା ପାଦରେ ବାନ୍ଧି ଚାଲିଥାନ୍ତି । ଚତୁର୍ଥ ଦିନ ବସୁମତୀ ସ୍ନାନ ପାଳିତ ହୋଇଥାଏ । ସେ ଦିନ ଘରେ ଘରେ ମା’ ଧରିତ୍ରୀଙ୍କର ପୂଜା କରାଯାଇଥାଏ । ଆଧୁନିକତାର ସ୍ପର୍ଶରେ ପୁରୁଣା ସମୟର ରଜ ଆଜି ନାହିଁ ସତ ; କିନ୍ତୁ ଯୁବପିଢିଙ୍କ ପାଇଁ ଆଜି ମଧ୍ୟ ଏହାର ପ୍ରାସଙ୍ଗିକତା ରହିଛି । (ଦୀପ୍ତିମାନ୍ ପତି/ବାଲେଶ୍ୱର)

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରସାଦ ବ୍ୟବସ୍ଥା

କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରସାଦ ବ୍ୟବସ୍ଥା

October 25, 2026
ଭକ୍ତିମୟ ପଟୁଆରରେ ମା’ ଦୁର୍ଗାଙ୍କୁ ବିଦାୟ : ଶତାଧିକ ଭକ୍ତଙ୍କ ସମାଗମରେ ମା’ଙ୍କ ଭସାଣି

ଭକ୍ତିମୟ ପଟୁଆରରେ ମା’ ଦୁର୍ଗାଙ୍କୁ ବିଦାୟ : ଶତାଧିକ ଭକ୍ତଙ୍କ ସମାଗମରେ ମା’ଙ୍କ ଭସାଣି

October 25, 2026
ସମଗ୍ର କନ୍ଧମାଳ ଜିଲ୍ଲାରେ ୨୪ ତାରିଖ ଶନିବାର ୪ ଘଣ୍ଟା ବିଦ୍ୟୁତ୍‌ ସରବରାହ ବନ୍ଦ

ସମଗ୍ର କନ୍ଧମାଳ ଜିଲ୍ଲାରେ ୨୪ ତାରିଖ ଶନିବାର ୪ ଘଣ୍ଟା ବିଦ୍ୟୁତ୍‌ ସରବରାହ ବନ୍ଦ

October 25, 2026
ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

October 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରସାଦ ବ୍ୟବସ୍ଥା

କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରସାଦ ବ୍ୟବସ୍ଥା

October 25, 2026
ଭକ୍ତିମୟ ପଟୁଆରରେ ମା’ ଦୁର୍ଗାଙ୍କୁ ବିଦାୟ : ଶତାଧିକ ଭକ୍ତଙ୍କ ସମାଗମରେ ମା’ଙ୍କ ଭସାଣି

ଭକ୍ତିମୟ ପଟୁଆରରେ ମା’ ଦୁର୍ଗାଙ୍କୁ ବିଦାୟ : ଶତାଧିକ ଭକ୍ତଙ୍କ ସମାଗମରେ ମା’ଙ୍କ ଭସାଣି

October 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version