• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ବାଲିଗୁଡ଼ା ପୋଲିସ୍ : ନଗଦ ଟଙ୍କା ସହ ମାରଣାସ୍ତ୍ର ଓ ଚୋରି ମୋଟରସାଇକେଲ ଜବତ

Proprietor Abhimanyu Maharana by Proprietor Abhimanyu Maharana
February 28, 2023
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ବାଲିଗୁଡ଼ା ପୋଲିସ୍ : ନଗଦ ଟଙ୍କା ସହ ମାରଣାସ୍ତ୍ର ଓ ଚୋରି ମୋଟରସାଇକେଲ ଜବତ
Share on FacebookShare on TwitterWhatsapp

୨୮ ଫେବୃଆରୀ ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- ଏକ ୬ଜଣିଆ ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ବାଲିଗୁଡ଼ା ପୋଲିସ୍ । ଏନେଇ ବାଲିଗୁଡ଼ା ଏସଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ୍, ଗୋଟିଏ ଛୁରୀ, ଦୁଇଟି ମୋବାଇଲ୍ ସମେତ ଗୋଟିଏ ଚୋରି ମୋଟର ସାଇକେଲ ଅଭିଯୁକ୍ତଙ୍କ ନିକଟରୁ ଜବତ କରିଛି ପୋଲିସ୍ । ପୁର୍ବରୁ ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ୍ ଅଜୟ ଦିଗାଳକୁ ପୋଲିସ୍ ଗିରଫ କରିଥିବା ବେଳେ ଆଉ ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ୍ । ବର୍ତ୍ତମାନ ସୁଦ୍ଧା ତିନି ଜଣ ଗିରଫ ହୋଇଥିବା ବେଳେ ଗ୍ୟାଙ୍ଗର ଆଉ ତିନି ଜଣଙ୍କୁ ଧରିବାକୁ ଉଦ୍ୟମ ଜାରି ରହିଛି ପୋଲିସ୍ । ସୂଚନା ପ୍ରକାରେ ଗତ ୨୦୨୨ ମସିହା ନଭେମ୍ବର ମାସରେ ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ଜଲେଶପଟ୍ଟା ନିକଟସ୍ଥ ମା’ବରାଳ ଦେବୀ ପେଟ୍ରୋଲ ପମ୍ପର ମ୍ୟାନେଜର ଟଙ୍କା ଜମା କରିବାକୁ ବ୍ୟାଙ୍କକୁ ଯିବା ସମୟରେ ତୁମୁଡ଼ିବନ୍ଧ କଲେଜ ନିକଟରୁ ୫ ଲକ୍ଷ ଟଙ୍କା ଲୁଟ୍ ହୋଇଥିଲା । ଏହାପରେ ଚଳିତ ବର୍ଷ ଜାନୁୟାରୀ ୨୯ ତାରିଖରେ ପୁଣିଥରେ ବିଳମ୍ବିତ ରାତିରେ ଜଲେଶପଟ୍ଟା ସ୍ଥିତ ସେହି ପେଟ୍ରୋଲ ପମ୍ପରେ ଦୁର୍ବୃତ୍ତ ପହଁଚି କର୍ମଚାରୀଙ୍କୁ ମାଡ଼ ମାରି ଭଙ୍ଗାରୁଜା କରିବା ସହ କିଛି ଟଙ୍କା ସମେତ ଏକ ମୋଟର ସାଇକେଲ ଲୁଟି ନେଇଥିଲେ । ଏହାପରେ ଫେବୃଆରୀ ୮ତାରିଖ ସନ୍ଧ୍ୟା ସମୟରେ ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟିରେ ରାସ୍ତାରେ କାଠ ଓ ପଥର ପକାଇ ଏକ ଟ୍ରକ୍ ଅଟକାଇ ଟ୍ରକ୍ ଡ଼୍ରାଇଭରଙ୍କୁ ବନ୍ଧୁକ ଦେଖାଇ ଡ୍ରାଇଭର ଓ ଟ୍ରକରେ ଆସୁଥିବା ଜଣେ ଶିକ୍ଷକଙ୍କୁ ମାଡ଼ ମାରି ସେମାନଙ୍କ ନିକଟରୁ ୨୬ ହଜାରରୁ ଉର୍ଦ୍ଧ୍ବ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ । ସମସ୍ତ ଘଟଣାକୁ ଗୁରୁତର ସହ ଗ୍ରହଣ କରି ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫଙ୍କ ନେତୃତ୍ୱରେ ତଦନ୍ତ ଜାରି ରଖିଥିଲା ସ୍ବତନ୍ତ୍ର ଟିମ୍ । ଡକାୟତି ଗ୍ୟାଙ୍ଗ୍ କୁ ଧରିବା ପାଇଁ ଜାଲ ବିଛାଇଥିଲା ପୋଲିସ୍ । ଫଳ ସ୍ବରୂପ ପୂର୍ବରୁ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ବର୍ତ୍ତମାନ ପୁଣି ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ୍ । ଗିରଫ ଦୁଇ ଯୁବକ ତୁମୁଡ଼ିବନ୍ଧ ଥାନା ଅଞ୍ଚଳର ରିଚାର୍ଡ ନାୟକ,ପ୍ରିୟ ମଣ୍ଡଳ ହୋଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version