• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା ଦାବିରେ ରାଷ୍ଟ୍ରୀୟ ହିନ୍ଦୁ ସଙ୍ଗଠନ ପକ୍ଷରୁ ମାନବ ଶୃଙ୍ଖଳ

Proprietor Abhimanyu Maharana by Proprietor Abhimanyu Maharana
March 1, 2023
in ଓଡ଼ିଶା, ଦେଶ, ବିଶ୍ଵ, ମହାନଗର, ହୋମ୍
0
ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା ଦାବିରେ ରାଷ୍ଟ୍ରୀୟ ହିନ୍ଦୁ ସଙ୍ଗଠନ ପକ୍ଷରୁ ମାନବ ଶୃଙ୍ଖଳ
Share on FacebookShare on TwitterWhatsapp

ଭାରତ ହିନ୍ଦୁ ରାଷ୍ଟ୍ର ଘୋଷିତ ହେଲେ ଆମର ପିଲାମାନେ ଉଚ୍ଚ ନୈତିକ ଆଦର୍ଶ ମୂଲ୍ୟବୋଧଭିତ୍ତିକ ଶିକ୍ଷାଲାଭ କରି ବିଶ୍ୱ ଦରବାରରେ ଭାରତର ହୃତ ଗୌରବ ଫେରାଇ ଆଣିବେ ବୋଲି ସେ କହିଛନ୍ତି

୨୮ ଫେବୃଆରୀ ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ସାମ୍ବିଧାନିକ ରୂପେ ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରିବା ଦାବିରେ ଆଜି ରାଷ୍ଟ୍ରୀୟ ହିନ୍ଦୁ ସଙ୍ଗଠନ ପକ୍ଷରୁ ଏକ ମାନବ ଶୃଙ୍ଖଳ ଆୟୋଜିତ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଗାନ୍ଧୀ ମାର୍ଗରେ ଆୟୋଜିତ ହୋଇଥିବା ଏହି ମାନବ ଶୃଙ୍ଖଳାରେ ଯୋଗ ଦେଇ ସଙ୍ଗଠନର ପ୍ରାଦେଶିକ ଅଧ୍ୟକ୍ଷ ବ୍ରହ୍ମାନନ୍ଦ ସାହୁ କହିଲେ ଯେ ଭାରତର ଆଭ୍ୟନ୍ତରୀଣ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ ରଖିବା ସହ ସାମାଜିକ ସମରସତା ରକ୍ଷା କରିବାକୁ ହେଲେ ଏହାକୁ ସାମ୍ବିଧାନିକ ଭାବରେ ହିନ୍ଦୁରାଷ୍ଟ୍ର ବୋଲି ଘୋଷଣା କରିବାକୁ ହେବ । ଏଥିପାଇଁ ଯାହା କିଛି ପ୍ରକ୍ରିୟା ରହିବ ସେଥିପାଇଁ ସମସ୍ତ ଧର୍ମର ବ୍ୟକ୍ତି ବିଶେଷ ସହଯୋଗ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ ।

ରାଜ୍ୟ କାର୍ଯ୍ୟକାରିଣୀ ସଭାପତି ଅବସରପ୍ରାପ୍ତ ଲେ. କର୍ଣ୍ଣେଲ ଉମାକାନ୍ତ ମିଶ୍ର କହିଛନ୍ତି ଯେ ସାରା ବିଶ୍ୱରେ ଗୋଟିଏ ମଧ୍ୟ ହିନ୍ଦୁ ରାଷ୍ଟ୍ର ନଥିବା ଯୋଗୁଁ ହିନ୍ଦୁମାନଙ୍କ ଉପରେ କୌଣସି ପ୍ରକାର ଅତ୍ୟାଚାର ହେଲେ କେହି ବି ନାହାନ୍ତି ସ୍ୱର ଉତ୍ତୋଳନ କରିବା ପାଇଁ । ଭାରତ ଏକମାତ୍ର ଦେଶ ଯେଉଁଠି ପୃଥିବୀରେ ବସବାସ କରୁଥିବା ହିନ୍ଦୁ ଜନସଂଖ୍ୟାର ଶତକଡ଼ା ଅଶୀ ଭାଗରୁ ଉର୍ଦ୍ଧ୍ବ ହିନ୍ଦୁ ଧର୍ମର ଲୋକମାନେ ବାସ କରନ୍ତି । ଏଣୁ ସାରା ବିଶ୍ୱର ହିନ୍ଦୁ ଅତ୍ୟନ୍ତ ବ୍ୟାକୁଳ ହୋଇ ଭାରତକୁ ହିନ୍ଦୁ ରାଷ୍ଟ୍ର ଭାବରେ ଦେଖିବାକୁ ଅପେକ୍ଷା କରିଛନ୍ତି । ଏଣୁ ଭାରତ ସରକାର ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ସେ ଅନୁରୋଧ କରିଛନ୍ତି । ଭାରତ ସରକାରଙ୍କ ଉପରେ ଜନସାଧାରଣ ଏଥିପାଇଁ ଚାପ ସୃଷ୍ଟି କରିବା ପାଇଁ ସେ ଆହ୍ୱାନ ଦେଇଛନ୍ତି । ସଙ୍ଗଠନର ଖୋର୍ଦ୍ଧା ଜିଲ୍ଲା ବିସ୍ତାରକ ନିରଞ୍ଜନ ମହାନ୍ତି ହିନ୍ଦୁ ରାଷ୍ଟ୍ରର ସମାଜ ପାଇଁ ଉପଯୋଗୀତା ଉପରେ ଆଲୋକପାତ କରିଥିଲେ । ଭାରତ ହିନ୍ଦୁ ରାଷ୍ଟ୍ର ଘୋଷିତ ହେଲେ ଆମର ପିଲାମାନେ ଉଚ୍ଚ ନୈତିକ ଆଦର୍ଶ ମୂଲ୍ୟବୋଧଭିତ୍ତିକ ଶିକ୍ଷାଲାଭ କରି ବିଶ୍ୱ ଦରବାରରେ ଭାରତର ହୃତ ଗୌରବ ଫେରାଇ ଆଣିବେ ବୋଲି ସେ କହିଛନ୍ତି ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଦେବକୀନନ୍ଦନ ଓଝା, ବିଶ୍ୱଜିତ ରାଉତ, ମନୋଜ ଆଚାର୍ଯ୍ୟ, ବାସୁଦେବ ବେହେରା, ଆଡଭୋକେଟ ବସନ୍ତ ଖିଲାର, ଅଜିତ ଦାସ, ଅଜିତ ବେହେରା, ପ୍ରଦୀପ ପଟ୍ଟନାୟକ, କୃପାନିଧି ମିଶ୍ର, ଡମ୍ବରୁ ପ୍ରଧାନ, ନୀଳମାଧବ ଦାଶ, ଚିତ୍ତରଞ୍ଜନ ସୁବୁଦ୍ଧି, ଜଗନ୍ନାଥ ମୁଦୁଲି, ବନିତା ସାମଲ, ଦେବେନ୍ଦ୍ର କୁମାର ଦାସ, ସୁଷମା ପଟ୍ଟନାୟକ, ଇନ୍ଦିରା ଦାଶ, ସିପ୍ରା ଚକ୍ରବର୍ତ୍ତୀ ପ୍ରମୁଖ ଯୋଗ ଦେଇଥିଲେ ।

ଦୀନବନ୍ଧୁ ଷଡ଼ଙ୍ଗୀ, ପ୍ରଦେଶ ଉପାଧ୍ୟକ୍ଷ ରାଷ୍ଟ୍ରୀୟ ହିନ୍ଦୁ ସଙ୍ଗଠନ, ଓଡ଼ିଶା – ମୋ : 7978716879 / 79785 97155

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version