• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହରିଶଙ୍କର ସୌନ୍ଦର୍ଯ୍ୟକରଣ ନାଁ ରେ ଦୋକାନ ବଜାର ଉଚ୍ଛେଦ ନୋଟିସ କୁ ବିରୋଧ କରି ହରିଶଙ୍କର ବିକାଶ ମଞ୍ଚ ଓ ବଣିକ ସଂଘ ର ଉପଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ ନିଷ୍ପତ୍ତି

Proprietor Abhimanyu Maharana by Proprietor Abhimanyu Maharana
March 3, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ହରିଶଙ୍କର ସୌନ୍ଦର୍ଯ୍ୟକରଣ ନାଁ ରେ ଦୋକାନ ବଜାର ଉଚ୍ଛେଦ ନୋଟିସ କୁ ବିରୋଧ କରି ହରିଶଙ୍କର ବିକାଶ ମଞ୍ଚ ଓ ବଣିକ ସଂଘ ର ଉପଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ ନିଷ୍ପତ୍ତି
Share on FacebookShare on TwitterWhatsapp

ରାଜ୍ୟ ସଭା ସାଂସଦ ଙ୍କ ପ୍ରତିଶୃତି ପରେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ ସ୍ଥଗିତ ।

ପାଟଣାଗଡ଼ :- ପଶ୍ଚିମ ଓଡ଼ିଶା ତଥା ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ହରିଶଙ୍କର ର ସୌନ୍ଦର୍ଯ୍ୟ କରଣ କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ହରିଶଙ୍କର ରାସ୍ତା ଉଭୟ ପାର୍ଶ୍ଵରେ ରେ ଦୀର୍ଘ ବର୍ଷ ରୁ ରହିଆସୁଥିବା ଦୋକାନୀ ମାନଙ୍କୁ ଖପ୍ରାଖୋଲ ତହସିଲ କାର୍ଯ୍ୟାଳୟ ତରଫରୁ ଉଚ୍ଛେଦ ନୋଟିସ ଦିଆଯାଇଛି । ଏହାକୁ ବିରୋଧ କରି ୮୦ ଜଣ ଦୋକାନୀ ପରିବାର ହରିଶଙ୍କର ବିକାଶ ମଞ୍ଚ ଓ ବଣିକ ସଂଘ ର ଦ୍ଵାରସ୍ଥ ହୋଇଛନ୍ତି । ଏହି ପରିପ୍ରେକ୍ଷୀରେ ଉଭୟ ମଞ୍ଚର କର୍ମକର୍ତ୍ତା ଙ୍କ ସହ ଉଠା ଦୋକାନୀମାନଙ୍କ ତରଫରୁ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଆଜି ୫ ଟା ରେ ଘେରାଉ କରିବାର ଥିଲା ।

ଉପଜିଲ୍ଲାପାଳ ଙ୍କ ଅଫିସ ଘେରାଉ ପୂର୍ବରୁ ଉଭୟ ମଞ୍ଚର କର୍ମକର୍ତ୍ତା ଙ୍କ ସହ ଦୋକାନୀ ପରିବାର ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ଙ୍କ ବାସଭବନ କୁ ଯାଇଥିଲେ । ସାଂସଦ ଙ୍କ ବାସଭବନ ସମ୍ମୁଖରେ ବସିପଡ଼ି ସଂପୃକ୍ତ ଘଟଣା ଉପରେ ତାଂକୁ ଅବଗତ କରାଇଥିଲେ । ଦୀର୍ଘ ବର୍ଷ ରୁ ରହି ଆସୁଥିବା ଏହି ଦୋକାନୀ ପରିବାର ଙ୍କ ଅନୁରୋଧ କ୍ରମେ ସାଂସଦ ଶ୍ରୀ ବିଶି ପାଟଣାଗଡ଼ ଉପଜିଲ୍ଲାପାଳ ଓ ବଲାଙ୍ଗୀର ଜିଲ୍ଲାପାଳ ଙ୍କୁ ଫୋନ୍ ଯୋଗେ ଅବଗତ କରାଇଥିଲେ । ଉପଜିଲ୍ଲାପାଳ ଡ଼ ବିଜୟା ନନ୍ଦ ସେଠି ସଂପୃକ୍ତ ବିଷୟ ଉପରେ ଜିଲ୍ଲାପାଳ ଙ୍କ ସହ ଆଲୋଚନା କରିବି ବୋଲି ଶ୍ରୀ ବିଶି ଙ୍କୁ କହିଥିଲେ ।

ସାଂସଦ ଶ୍ରୀବିଶି ଉପଜିଲ୍ଲାପାଳ ଙ୍କ ସହ ଆଲୋଚନା ପରେ ଜିଲାପାଳଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଥିଲେ । ଜିଲ୍ଲାପାଳ ଙ୍କ ସହ ବାର୍ତ୍ତାଳାପ ପରେ ତାଙ୍କ ନେତୃତ୍ବରେ ଏକ ଟିମ୍ ଜିଲ୍ଲାପାଳଙ୍କୁ ଆସନ୍ତା କାଲି ସାକ୍ଷାତ କରି ସମାଧାନ ଉପରେ ଆଲୋଚନା କରିବାକୁ ପ୍ରତିଶ୍ରୁତି ଦେଇଥିଲେ । ପରେ ଉଭୟ ମଞ୍ଚ ସମେତ ଦୋକାନୀ ମାନେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ ନ କରି ଓହରି ଯାଇଥିଲେ । ତେବେ ଏହାର ସମାଧାନ ନ ହେଲେ ଆଗାମୀ ଦିନରେ ହରିଶଙ୍କର ବିକାଶ ମଞ୍ଚ ଓ ବଣିକ ସଂଘ ରାଜ ରାସ୍ତାକୁ ଓହ୍ଲାଇବାକୁ ମଞ୍ଚର ସଭାପତି ଡଙ୍ଗର କୁମ୍ଭାର ଚେତାବନୀ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version