• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ବିଜେପି ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ଉପରେ ପୋଲିସ ଆକ୍ରମଣ ପ୍ରତିବାଦରେ ଅଭିଯୋଗ ଏତଲା ଦାଏର

Proprietor Abhimanyu Maharana by Proprietor Abhimanyu Maharana
March 5, 2023
in ଓଡ଼ିଶା, ଗଜପତି, ରାଜନୀତି, ହୋମ୍
0
ଗଜପତି ଜିଲ୍ଲାରେ ମାର୍ଚ୍ଚ ୫ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଗଜପତି ଜିଲ୍ଲା ସ୍ତରୀୟ ଉଦ୍ୟୋଗୀ ମେଳା ଅନୁଷ୍ଠିତ ହେବ
Share on FacebookShare on TwitterWhatsapp

୫ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କୁ ପୂର୍ବ ଯୋଜନା ମୁତାବକ ଭାବେ ପୋଲିସର ଅତର୍କିତ ଓ ମରଣାନ୍ତକ ଆକ୍ରମଣ ପ୍ରତିବାଦ କରି ଭାରତୀୟ ଜନତା ପାର୍ଟି ପକ୍ଷରୁ ପାରଳାଖେମୁଣ୍ଡି ଥାନାରେ ବିଜେପି ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶ୍ରୀ ବାଳକୃଷ୍ଣ ପାତ୍ରଙ୍କ ନେତୃତ୍ୱରେ ଦଳୀୟ କର୍ମୀଙ୍କ ଗହଣ ଅଭିଯୋଗ ଏତଲା ଦିଆଯାଇଛି । ବିଜେପି ଉ ପକ୍ଷରୁ ଦିଆ ଯାଇଥିବା ଅଭିଯୋଗ ଏତଲାରେ ଦର୍ଶାଯାଇଛି ଯେ , ଗତ ମଙ୍ଗଳବାର ଦିନ ବିଜେପି ଯୁବ ମୋର୍ଚ୍ଚା , ଓଡ଼ିଶା ପ୍ରଦେଶ ତରଫରୁ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଧାନସଭା ଘେରାଉ କରାଯିବା ନେଇ ପୂର୍ବ ସୂଚନା ଦିଆ ଯାଇଥିଲା । ପ୍ରତିବାଦ ଶୋଭାଯାତ୍ରା ଭୁବନେଶ୍ୱର ସ୍ଥିତ ମାଷ୍ଟରକ୍ୟାଣ୍ଟିନରୁ ବାହାରି ପିଏମଜି : ଛକ ପର୍ଯ୍ୟନ୍ତ ଯିବା ବେଳେ ପୋଲିସ ଆମର ବିଜେପି : କାର୍ଯ୍ୟକର୍ତ୍ତାଙ୍କୁ ପୂର୍ବ ଯୋଜନା ମୁତାବକ ଭାବରେ ଅତର୍କିତ ଓ ମରଣାନ୍ତକ ଆକ୍ରମଣ କରିଥିଲା ।

ସାଧା ପୋଷାକଧାରୀ ପୋଲିସ ଏବଂ ଶାସକ ଦଳର ଗୁଣ୍ଡା ମାନଙ୍କ ମିଳିତ ଆକ୍ରମଣରେ ଶତାଧିକ ଦଳୀୟ ପୁରୁଷ ଓ ମହିଳା କାର୍ଯ୍ୟକର୍ତ୍ତା ଗୁରୁତର ଆଘାତ ପାଇବା ସହ ଏବେ ଚିକିତ୍ସାଧୀନ ଅଛନ୍ତି ।ଶୋଭାଯାତ୍ରା ସମୟରେ ଆମ ମହିଳା କାର୍ଯ୍ୟକର୍ତ୍ତା ମାନଙ୍କୁ ଅସଦାଚରଣ କରାଯିବା ସହ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରା ଯାଇଥିଲା , ଯାହାର ଦୃଶ୍ୟ କି ବିଭିନ୍ନ ଗଣମାଧ୍ୟମରେ ପ୍ରଦର୍ଶିତ ହୋଇଛି । ପୋଲିସ ଡିଜି ସୁନିଲ ବଂଶଲ ଭୁବନେଶ୍ବର କଟକ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏବଂ ଭୁବନେଶ୍ବର ଡିସିପି ପ୍ରତୀକ ସିଂହ ଏହି ଘଟଣାର ନିରପେକ୍ଷ ତଦନ୍ତ ନ କରି ଆକ୍ରୋଶମୂଳକ ଭାବେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ , ଯାହାକି ଏଭଳି ଆଚରଣ ପୋଲିସର ବିଶ୍ୱସନୀୟତା ଉପରେ ଏକ ବିରାଟ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଭାରତୀୟ ଜନତା ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କ ବିରୁଦ୍ଧରେ ପୋଲିସ ଯେଉଁଭଳି ଅମାନୁଷିକ ଭାବେ ଆକ୍ରମଣ କରିଛି , ସେଥ୍ରେ ରାଜ୍ୟର ସାଢେ ୪ କୋଟି ଓଡ଼ିଆ ମାନସିକ ସ୍ତରରେ ଆଘାତ ପାଇଛନ୍ତି । ପୋଲିସ ପ୍ରଶାସନର କିଛି ଅଫିସର ବିଜେଡିର ଏଜେଣ୍ଟ ହୋଇ ଯେଉଁ କାର୍ଯ୍ୟ କରିଛନ୍ତି ତାହା ଗଣତନ୍ତ୍ର ପାଇଁ ଶୋଭନୀୟ ନୁହେଁ । ପୋଲିସ ଡିଜି , ଭୁବନେଶ୍ବର – କଟକ ପୋଲିସ କମିଶନର ଓ ଭୁବନେଶ୍ବର ଡିସିପିଙ୍କ ନିର୍ଦ୍ଦେଶ\’ରେ ପୋଲିସ ଉଦ୍ଦେଶ୍ୟମୂଳକ ଭାବେ ଆମ କାର୍ଯ୍ୟକର୍ତ୍ତାଙ୍କୁ ମାଡ ମାରିଛନ୍ତି ଓଡ଼ିଶାର ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କୁ ପୋଲିସ ଏଏସଆଇ: ହତ୍ୟା କରିଛି । ଏହି କଥାକୁ ବିଜେପି: ବାରମ୍ବାର କହୁଥିବା ଯୋଗୁଁ ପୋଲିସ ପ୍ରଶାସନ ବିଜେପି ଉପରେ ଆକ୍ରୋଶମୂଳକ ମନୋଭାବ ଜାରି ରଖିଛି ।

ସେଥିପାଇଁ ପୋଲିସ ଏପରି କାର୍ଯ୍ୟ କରିଛି । ତେଣୁ ପୋଲିସ ଡିଜି ଭୁବନେଶ୍ବର କଟକ ପୋଲିସ କମିଶନର ଏବଂ ଭୁବନେଶ୍ବର ଡିସିପିଙ୍କ ବିରୋଧରେ ଏତଲା ଦାୟର କରି ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଆମେ ଅନୁରୋଧ କରୁଛୁ ବୋଲି ଲିଖିତ ଅଭିଯୋଗ ଏତଲାରେ ଦର୍ଶାଯାଇଥିବା କୁହାଯାଇଛି । ଶ୍ରୀ ସିଦ୍ଧେଶ୍ୱର ମିଶ୍ର , ଶ୍ରୀ ଜଗନ୍ନାଥ ମହାପାତ୍ର , ଶ୍ରୀ ଟି : ବସନ୍ତ କୁମାର , ଅରୁଣିମା ସାହୁଙ୍କ ସମେତ ବହୁ ସଂଖ୍ୟାରେ ଦଳୀୟ ନେତା ଓ କର୍ମୀ ଉପସ୍ଥିତ ଥିଲେ .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version