• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ଏନ୍ଏସି ରେ ମହିଳା ମାନଙ୍କୁ ଅଗ୍ରଣୀ କରିବା ଦିଗରେ ସାଇକେଲ ବଣ୍ଟନ : ଅଧକ୍ଷା ଶ୍ରୀମତୀ ରଙ୍ଗୀନ୍ ମହାନ୍ତି

Proprietor Abhimanyu Maharana by Proprietor Abhimanyu Maharana
March 5, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ଏନ୍ଏସି ରେ ମହିଳା ମାନଙ୍କୁ ଅଗ୍ରଣୀ କରିବା ଦିଗରେ ସାଇକେଲ ବଣ୍ଟନ : ଅଧକ୍ଷା ଶ୍ରୀମତୀ ରଙ୍ଗୀନ୍ ମହାନ୍ତି
Share on FacebookShare on TwitterWhatsapp

୫ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରଣପୁର :- ମହିଳା ମାନଙ୍କୁ ସବୁକ୍ଷେତ୍ର ରେ ଅଗ୍ରଣୀ କରିବା ପାଇଁ ସରକାର ବିଭିନ୍ନ କ୍ଷେତ୍ରରେ ମହିଳା ମାନଙ୍କୁ ସହାୟତା କରିବା ସହ ଆତ୍ମନିର୍ଭରଶୀଳ କରିଆସୁଛନ୍ତି । ତେବେ ନୟାଗଡ ଜିଲ୍ଲା ରଣପୁର ଏନ ଏସି କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ କ୍ଷେତ୍ର ରେ ସହଭାଗୀଦାର ହୋଇ କାର୍ଯ୍ୟରତ ଥିବା ମହିଳା ମାନଙ୍କୁ ସ୍ୱଚ୍ଛ ଭାରତ ମିଶନ ପକ୍ଷରୁ ସ୍ବୟଂ ସହାୟକ ଗୋଷ୍ଠୀର ୧୦ ଜଣ ମହିଳା ମାନଙ୍କୁ ନୂତନ ସାଇକେଲ ପ୍ରଦାନ କରାଯାଇଛି । ସ୍ଥାନୀୟ ଅଫିସ୍ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଜରିଆରେ ଏନ ଏସି ଅଧକ୍ଷା ଶ୍ରୀମତୀ ରଙ୍ଗୀନ୍ ମହାନ୍ତି , କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀମତୀ ଅପର୍ଣ୍ଣା ଡ଼ାଙ୍ଗୁୂଆ ,କୁମାର ସୁଜିତ୍ (ପରିମଳ ବିଶେଷଜ୍ଞ) ରଣପୁର ଏନଏସି ସମସ୍ତ ପଦାଧିକାରୀ ଓ ସମସ୍ତ କାଉନସିଲ୍ ମାନଙ୍କ ଉପସ୍ଥିତ ରେ ସ୍ବଛ ସାଥି-ପୁଷ୍ପଲତା ପ୍ରଧାନ, କମଳିନୀ ସାହୁ, ରଶ୍ମିତା ସାହୁ ଜଳ ସାଥି, ଗୋଷ୍ଠୀ ଶୈଚାଳୟ, ଆହାର କେନ୍ଦ୍ର,ମଳ ଉପଚାର କେନ୍ଦ୍ର ଓ ଅଣୁ ଜୈବିକ ଖତ ପ୍ରସ୍ତୁତ କେନ୍ଦ୍ର ଇତ୍ୟାଦି ରେ ସହଭାଗିତା ରେ କାର୍ଯ୍ୟ କରୁଥିବା ମିଶନ ଶକ୍ତି ମହିଳା ମାନଙ୍କୁ ସାଇକେଲ ପ୍ରଦାନ କରାଯାଇଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
BEE Organises Influencers’ Conclave 2026

BEE Organises Influencers’ Conclave 2026

October 18, 2026
ସାମ୍ବାଦିକଙ୍କୁ ଆକ୍ରମଣ କରି ବନ୍ଧା ହେଲା , ଦୁର୍ଦାନ୍ତ ଅପରାଧୀ ଜିତେନ୍

ସାମ୍ବାଦିକଙ୍କୁ ଆକ୍ରମଣ କରି ବନ୍ଧା ହେଲା , ଦୁର୍ଦାନ୍ତ ଅପରାଧୀ ଜିତେନ୍

October 18, 2026
ଐତିହାସିକ ୨୦୦ ଦିନରେ ପହଞ୍ଚିଲା ପୁରୀବାସୀଙ୍କ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ସଚେତନତା ପଦଯାତ୍ରା

ଐତିହାସିକ ୨୦୦ ଦିନରେ ପହଞ୍ଚିଲା ପୁରୀବାସୀଙ୍କ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ସଚେତନତା ପଦଯାତ୍ରା

October 18, 2026
ମହାପ୍ରଭୁ ଙ୍କୁ ଦର୍ଶନ କଲେ ନବ ନିଯୁକ୍ତ ରାଜ୍ୟପାଳ

ମହାପ୍ରଭୁ ଙ୍କୁ ଦର୍ଶନ କଲେ ନବ ନିଯୁକ୍ତ ରାଜ୍ୟପାଳ

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

BEE Organises Influencers’ Conclave 2026

BEE Organises Influencers’ Conclave 2026

October 18, 2026
ସାମ୍ବାଦିକଙ୍କୁ ଆକ୍ରମଣ କରି ବନ୍ଧା ହେଲା , ଦୁର୍ଦାନ୍ତ ଅପରାଧୀ ଜିତେନ୍

ସାମ୍ବାଦିକଙ୍କୁ ଆକ୍ରମଣ କରି ବନ୍ଧା ହେଲା , ଦୁର୍ଦାନ୍ତ ଅପରାଧୀ ଜିତେନ୍

October 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version