• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଜୟନ୍ତୀ ରେ “ ଜଗବନ୍ଧୁ ଜରାଶ୍ରମ” ତରଫରୁ ନିଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର : ୪୨୫ ଜଣ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା – ମାଗଣା ଔଷଧ ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
March 5, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ବିଜୁ ଜୟନ୍ତୀ ରେ “ ଜଗବନ୍ଧୁ ଜରାଶ୍ରମ” ତରଫରୁ ନିଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର : ୪୨୫ ଜଣ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା – ମାଗଣା ଔଷଧ ବଣ୍ଟନ
Share on FacebookShare on TwitterWhatsapp

୫ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ :- ନବ ଉତ୍କଳର ନିର୍ମାତା , ମହାନ ଜନନାୟକ , ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ୧୦୭ ତମ ଜୟନ୍ତୀ ତଥା ପଂଚାୟତିରାଜ ଦିବସ ଅବସରରେ ଭୁବନ ର ଅଗ୍ରଣୀ ତଥା ଅନନ୍ୟ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ଜଗବନ୍ଧୁ ଜରାଶ୍ରମ” ତଥା ସଦଗୁରୁ କ୍ୟାନସର ଓ ମଲ୍ଟି ହସ୍ପିଟାଲ ମିଳିତ ସହଯୋଗରେ ନିଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଭୁବନସ୍ଥ ହନୁମାନ ମନ୍ଦିର ନିକଟରେ ଅନୁଷ୍ଠିତ କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଜୁ ବାବୁ ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଜୟନ୍ତୀ ପାଳନ କରାଯାଇଥିଲା ଓ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପନ କରାଯାଇଥିଲା । ପୂର୍ବାହ୍ନ ୯ ଘଟିକା ସମୟରୁ ଅପରାହ୍ନ ୨ ଘଟିକା ଯାଏ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଇଥିଲା ଉକ୍ତ କାର୍ଯ୍ୟକ୍ରମରେ ସଦଗୁରୁ କ୍ୟାନସର ହସ୍ପିଟାଲ କର୍କଟ ରୋଗ ବିଭାଗର ବରିଷ୍ଠ ଡାକ୍ତର ସୌମ୍ୟ ରଂଜନ ମିଶ୍ର ଙ୍କ ଦ୍ୱାରା ୬୯ ଜଣ , ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ଡ.ଅଜୟ ମିଶ୍ର ଙ୍କ ଦ୍ୱାରା ୧୨୩ ଜଣ , ଭେଷଜ ବିଶେଷଜ୍ଞ ଙ୍କ ଦ୍ୱାରା ୧୦୨ ଜଣ , ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଙ୍କ ଦ୍ୱାରା ୬୩ ଜଣ ଓ ଶିଶୁ ରୋଗ ବିଶେଷଜ୍ଞ ଙ୍କ ଦ୍ୱାରା ୬୮ ଜଣ ସମୁଦାୟ ୪୨୫ ଜଣ ରୋଗୀ ଙ୍କ ସ୍ୱାସ୍ଥ୍ୟ ପରିକ୍ଷା କରାଯାଇ ମାଗଣାରେ ଔଷଧ ଯୋଗାଇ ଦିଆଯାଇଥିଲା ।  ଏହି ଶିବିରକୁ ବିଡିଓ କଲ୍ୟାଣ ସୌରଭ ଦାଶ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡା. ଋମେଶ କୁମାର ସାହୁ , ଆକାଉଟାଣ୍ଟ ଶୁଭକାନ୍ତ ଆଚାର୍ଯ୍ୟ , ୪ ନମ୍ବର କ୍ୱାର୍ଡ କାଉନସିଲର ଶ୍ରୀମତୀ ସୁଚିତ୍ରା ସାହୁ , ସମାଜସେବୀ ଜଗବନ୍ଧୁ ବିହାରୀ , ସାମାଜିକ କର୍ମୀ ପ୍ରହଲ୍ଲାଦ ସାହୁ ପ୍ରମୁଖ ଯୋଗଦେଇଥିଲେ । ଜଗବନ୍ଧୁ ଜରାଶ୍ରମ ର ସଂପାଦକ ଯୁବ ସମାଜସେବୀ ଆଶୁତୋଷ ମିଶ୍ର ଓ ସଦଗୁରୁ କ୍ୟାନସର ହସ୍ପିଟାଲ ର ପରିଚାଳକ ଶୁଭାଶିଷ ପ୍ରସାଦ ବେହେରା ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ଓ ସହଯୋଗରେ ନିଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ସଫଳ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version