• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେଡି ପକ୍ଷରୁ ବିଜୁ ଜୟନ୍ତୀ ପାଳିତ : ନବୀନ ଓଡ଼ିଶା ଗଠନ ପାଇଁ ଶପଥ ପାଠ

Proprietor Abhimanyu Maharana by Proprietor Abhimanyu Maharana
March 6, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବିଜେଡି ପକ୍ଷରୁ ବିଜୁ ଜୟନ୍ତୀ ପାଳିତ : ନବୀନ ଓଡ଼ିଶା ଗଠନ ପାଇଁ ଶପଥ ପାଠ
Share on FacebookShare on TwitterWhatsapp

ନବଘନପୁର ଓ ନାଟୁଗାଁ ପଞ୍ଚାୟତ ବିଜେପି କର୍ମୀ ବିଜେଡିରେ

୫ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ଼ :- ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜୟନ୍ତୀ ପାଳନ ଅବସରରେ ଏକ ମହାସମାବେଶ ନୟାଗଡ଼ ସହର ଦୁର୍ଗାମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ ପ୍ରମୂଖ ଅତିଥି ଭାବେ ଯୋଗ ଦେଇଥିଲେ । ଓଡ଼ଗାଁ ବ୍ଲକ ବିଜେଡି ସଭାପତି ନିତ୍ୟାନନ୍ଦ ପ୍ରଧାନ ଶାନ୍ତି, ପ୍ରଗତୀ ଓ ଉନ୍ନତୀ ପାଇଁ ବିଜେଡିର ପ୍ରୟାସ ସମ୍ବନ୍ଧୀୟ ବକ୍ତବ୍ୟ ଦେଇଥିଲେ । ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ ବିଜୁ ବାବୁଙ୍କ ସାହାସ ଓ ଖାତି ଉପରେ ବକ୍ତବ୍ୟ ଦେବା ସହ ୩ଟି ଦେଶର ପତାକା ତାଙ୍କ ମର ଶରୀରରେ ଢାଙ୍କି ଦିଆଯାଇଥିବା କହିଥିଲେ । ଏହା ହିଁ ବିଜୁ ବାବୁଙ୍କ ଲୋକକ୍ରିୟତାକୁ ପ୍ରମାଣିତ କରୁଛି ବୋଲି କହିଥିଲେ । ନୟାଗଡ଼ ବିଧାୟକ ଡ. ସାହୁ ତାଙ୍କ ବକ୍ତବ୍ୟରେ, ବିଜୁ ପଟ୍ଟନାୟକଙ୍କ ଦ୍ୱାରା ପ୍ରଣୟନ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥା ଓ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ ପ୍ରସଙ୍ଗ ଉପସ୍ଥାପନ କରିଥିଲେ । ବିଜୁ ବାବୁ ଯାହା ଆରମ୍ଭ କରିଥିଲେ, ତାଙ୍କ ସୁପୁତ୍ର ତଥା ଜନନାୟକ ନବୀନ ପଟ୍ଟନାୟକ ତାହାକୁ ସଫଳ କରିଛନ୍ତି ବୋଲି କହିଥିଲେ । ଆଜି ମହିଳା ସଶକ୍ତି କରଣ ପାଇଁ ନିଆଯାଉଥିବା ପଦକ୍ଷେପ ଏବଂ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମହିଳାଙ୍କ ବିକାଶ ପାଇଁ ଗଠନ ହୋଇଥିବା ମିଶନ ଶକ୍ତି ଏକ ବଳିଷ୍ଠ ମାଧ୍ୟମ ବୋଲି କହିଥିଲେ । ୭୦ ଲକ୍ଷ ମହିଳା ମିଶନ ଶକ୍ତି ଦ୍ୱାରା ଉପକୃତ ହୋଇଥିବା ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସାମୁହିକ ବିକାଶ କରୁଥିବା ବେଳେ ନୟାଗଡ଼ରେ ସର୍ବାଧିକ ବିକାଶ ହେଉଛି । ଶାନ୍ତି ପ୍ରତିଷ୍ଠା ହେଲେ ପ୍ରଗତୀ ଅଧିକରୁ ଅଧିକ ହେବ ବୋଲି କହିଥିଲେ । ଓଡ଼ିଶା ଦିନେ ଭୋକର ଭୁଗୋଳ ଥିବା ବେଳେ ଆଜି ବଳକା ରାଜ୍ୟରେ ପରିଣତ ହୋଇଥିବା ବିଧାୟକ କହିଥିଲେ । ରାଜ୍ୟ ଚାଉଳ, କ୍ଷୀର ଉତ୍ପଦନରେ ଆଗରେ ରହିଥିବା ବେଳେ ବିଜୁ ବାବୁଙ୍କ ସ୍ୱପ୍ନ ପୁରଣ ହୋଇଥିବା କହିଥିଲେ । ହକି ପାଇଁ ଓଡ଼ିଶା ସାରା ବିଶ୍ୱରେ ପରିଚୟ ଲାଭ କରିଛି । ଓଡ଼ିଶାକୁ କ୍ରୀଡ଼ା କ୍ଷେତ୍ରରେ ଆଗକୁ ନେବାକୁ ପ୍ରୟାସ ଜାରି ରହିଛି । ଏହା ସହ ଜାତୀୟ ସ୍ତରରେ ଓଡ଼ିଶାର ପରିଚୟ ପୁରୀ ତଥା ଶ୍ରୀ ଜଗନ୍ନାଥ ମନ୍ଦିର ଉନ୍ନତୀ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପକୁ ବିଧାୟକ ପ୍ରଶଂସା କରିଥିଲେ । ସୁଆଣ୍ଡର ଉନ୍ନତୀ ପାଇଁ ମୁଖ୍ୟମନ୍ତ୍ରୀ ୧୦୦ କୋଟି ଟଙ୍କା ପ୍ରକଳ୍ପ ଉଦଘାଟନ କରିଛନ୍ତି । ଆଗାମୀ ଦିନରେ ରାଜ୍ୟର ଅନ୍ୟ ସ୍ଥାନର ବିକାଶ କରାଯିବ ବୋଲି ବିଧାୟକ କହିଛନ୍ତି । ବିଧାୟକ ନବୀନ ଓଡ଼ିଶା ଗଠନ ପାଇଁ ଦଳୀୟ କର୍ମୀ ଓ ନେତାଙ୍କୁ ଶପଥ ପାଠ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଜୁ ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସହ ସମ୍ପାଦକ ଶ୍ରୀକାନ୍ତ ପଟ୍ଟନାୟକ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ମହିଳା ବିଜେଡି ଜିଲ୍ଲା ସଭାନେତ୍ରୀ ବିରଜା ଲକ୍ଷ୍ମୀ ସାହୁ, ଜିଲ୍ଲା ପରିଷଦ ସଭ୍ୟ କ୍ଷୀରୋଦ ମହାପାତ୍ର, ସରୋଜ ରଣସିଂହ, ଆଶିଷ କୁମାର ଅଗ୍ରୱାଲ, ସୁବାଷ ଚନ୍ଦ୍ର କହଁର ବିଭୂପ୍ରସାଦ ସାହୁ, ଅମୁଲ୍ୟ କୁମାର ମହାନ୍ତି, ସରପଞ୍ଚ ବିଜନ ପାଇକରାୟ, ବିଜେଡି ଛାତ୍ର ସଭାପତି ନୀଳମାଧବ ପଣ୍ଡାଙ୍କ ସମେତ ବହୁ ନେତୃତ୍ୱ ଉପସ୍ଥିତ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026
ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026
କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

July 1, 2026
ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026
ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version