• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବର୍ଷାରେ ଭାସିଲା ବଡଦାଣ୍ଡ ! ରଥ କାମ ଠପ୍ – ନୀଳଚକ୍ରରୁ ଉଡ଼ିଗଲା ପତିତପାବନ ବାନା

Proprietor Abhimanyu Maharana by Proprietor Abhimanyu Maharana
June 15, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବର୍ଷାରେ ଭାସିଲା ବଡଦାଣ୍ଡ ! ରଥ କାମ ଠପ୍ – ନୀଳଚକ୍ରରୁ ଉଡ଼ିଗଲା ପତିତପାବନ ବାନା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୫ ଜୁନ୍ ସୋମବାର) ପୁରୀ :- ବର୍ଷାରେ ଭାସିଲା ବଡଦାଣ୍ଡ ! ରଥ କାମ ଠପ୍ ହୋଇଥିବା ବେଳେ ଉଡିଗଲା ନୀଳଚକ୍ରରେ ବନ୍ଧାଯାଇଥିବା ବାଉଁଶ ସହ ବାନା କେଉଁଆଡ଼େ ଉଡ଼ିଯାଇଛି । ଓଡିଶାରେ ଲାଗିରହିଥିବା ମୌସୁମୀ ବର୍ଷା ଯୋଗୁଁ ଜଳମଗ୍ନ ହୋଇପଡିଛି ପୁରୀର ବଡଦାଣ୍ଡ । ସୋମବାର ସକାଳେ ପୁରୀରେ ଘଡ଼ଘଡ଼ି ସହ ପବନ ଓ ମୁଷଳ ଧାରାରେ ବର୍ଷା ହୋଇଥିଲା । ପ୍ରାୟ ୧ ଘଣ୍ଟା ଧରି ଘଡ଼ଘଡ଼ି ସହ ବର୍ଷା ପବନ ସମୟରେ ନୀଳଚକ୍ରରେ ବନ୍ଧାଯାଇଥିବା ବାଉଁଶ ସହ ବାନା କେଉଁଆଡ଼େ ଉଡ଼ିଯାଇଛି । ଭକ୍ତଙ୍କ ମଧ୍ୟରେ ନାନା ପ୍ରକାର ଚର୍ଚ୍ଚା ହେଉଛି ।

କେହି କେହି ଏହାକୁ ଅଶୁଭ ସଙ୍କେତ ବୋଲି କହୁଥିବା ବେଳେ ଆଉ କେହି ପ୍ରାୟ ୩ ମାସ ହେବ ଶ୍ରୀମନ୍ଦିରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଥିବାରୁ ଏଭଳି ଅଘଟଣା ବାରମ୍ବାର ଘଟୁଛି ବୋଲି ଆଲୋଚନା କରୁଛନ୍ତି । ତେବେ ମୁଖ୍ୟ ବାନା ଉଡ଼ିଯାଇଥିଲେ ମଧ୍ୟ ନୀଳଚକ୍ରରେ ସଂଲଗ୍ନ ଅନ୍ୟ ଛୋଟ ବାନା ଥିବାରୁ ନୀତିକାନ୍ତିରେ କୌଣସି ପ୍ରଭାବ ପଡ଼ିବ ନାହିଁ । ସୂଚନା ଥାଉ କି ପୂର୍ବରୁ ନିଳଚକ୍ରରେ ଲାଗିଥିବା ବାନାରେ ନିଆଁ ଲାଗିଯାଇଥିଲା ଗୋଟେ ଦିନ । ଏପରିକି ବଡ଼ ଠାକୁର ସ୍ନାନଯାତ୍ରା ସମୟରେ ଭକ୍ତଙ୍କୁ ନ ପାଇ ନିଜର ଦୁଃଖ ଜଣାଇଥିଲେ । ଏବେ ମଧ୍ୟ ପ୍ରଭୁ ଜଗନ୍ନାଥ ଙ୍କ ଶ୍ରୀମୁଖ ସୁଖରେ ନାହିଁ ବୋଲି ଅଣସର ନୀତି ରେ ନିୟୋଜିତ ସେବାୟତ କହିଛନ୍ତି ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

May 7, 2026
ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

May 7, 2026
ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

May 7, 2026
ଛାତ୍ର ବତ୍ସଳ ଶିକ୍ଷକ “ସୁମନ ସାରଙ୍କ” ସେବା ନିବୃତ ସମ୍ବର୍ଦ୍ଧନା ଉତ୍ସବ ଓ ପୁସ୍ତକ ଉନ୍ମୋଚନ

ଛାତ୍ର ବତ୍ସଳ ଶିକ୍ଷକ “ସୁମନ ସାରଙ୍କ” ସେବା ନିବୃତ ସମ୍ବର୍ଦ୍ଧନା ଉତ୍ସବ ଓ ପୁସ୍ତକ ଉନ୍ମୋଚନ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

May 7, 2026
ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version