• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲା ରଣପୁର : ଦାବି ପୂରଣ ନ ହେଲେ -୧୫ରୁ ସାମୁହିକ ଛୁଟିରେ ଯିବେ ଶିକ୍ଷକ

Proprietor Abhimanyu Maharana by Proprietor Abhimanyu Maharana
March 11, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ନୟାଗଡ ଜିଲ୍ଲା ରଣପୁର : ଦାବି ପୂରଣ ନ ହେଲେ -୧୫ରୁ ସାମୁହିକ ଛୁଟିରେ ଯିବେ ଶିକ୍ଷକ
Share on FacebookShare on TwitterWhatsapp

ଆସନ୍ତା ୧୪ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ଏନ.ପି.ଏସ. ଶିକ୍ଷକ ସଙ୍ଘ ରାଜ୍ୟ ସଙ୍ଘ ଡାକରାରେ ସାମୁହିକ ଛୁଟିରେ ଯିବା ପାଇଁ ନିଷ୍ପତ୍ତି ନେଇଛି |

୧୦ ମାର୍ଚ୍ଚ ଶୁକ୍ରବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରଣପୁର :- ଦାବି ପୂରଣ ନ ହେଲେ ସାମୁହିକ ଛୁଟିରେ ଯିବେ ଏନ.ପି.ଏସ. ମିଳିତ ପ୍ରାଥମିକ ଶିକ୍ଷକ ସଙ୍ଘ | ପ୍ରାଥମିକ ବିଦ୍ୟାଳୟରେ ଠିକା ନିଯୁକ୍ତି ଉଚ୍ଛେଦ ସହ ସେମାନଙ୍କୁ ତୁରନ୍ତ ନିୟମିତ କରିବା, ସମସ୍ତ ଏନ.ପି.ଏସ.ଶିକ୍ଷକ ଶିକ୍ଷୟତ୍ରୀଙ୍କ ୬ ବର୍ଷ ଠିକା କାର୍ଯ୍ୟ କାଳକୁ ମୂଳ ଚାକିରୀରେ ଗଣନା କରିବା, ୬ଟି ଇନକ୍ରିମେଣ୍ଟ ପ୍ରଦାନ, କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ ଓ ପୁରୁଣା ପେନସନ ପ୍ରଦାନ ଆଦି ଦାବି ଉପସ୍ଥାପନା କରାଯାଇଛି |

ଆସନ୍ତା ୧୪ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ଏନ.ପି.ଏସ. ଶିକ୍ଷକ ସଙ୍ଘ ରାଜ୍ୟ ସଙ୍ଘ ଡାକରାରେ ସାମୁହିକ ଛୁଟିରେ ଯିବା ପାଇଁ ନିଷ୍ପତ୍ତି ନେଇଛି | ଏ ନେଇ ଆଜି ରଣପୁର ଏନ.ପି.ଏସ. ଶିକ୍ଷକ ସଙ୍ଘର ସଭାପତି ଅନିଲ କୁମାର ପାଇକରାୟ ଓ ସମ୍ପାଦକ ଜ୍ୟୋତି ରଞ୍ଜନ କରଙ୍କ ନେତୃତ୍ୱରେ ସମସ୍ତ ସଂଘୀୟ କର୍ମକର୍ତ୍ତା, ଶିକ୍ଷକ ଶିକ୍ଷୟତ୍ରୀମାନେ ମୁଖ୍ୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଗଣ ଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରଣପୁର ଶିକ୍ଷା ଅଧିକାରୀ ବନଲତା ବେହେରାଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version