• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ପୁରାତନ ଛାତ୍ର ସଂସଦର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 14, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ପୁରାତନ ଛାତ୍ର ସଂସଦର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୧୩ ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଥିବା ଶତାୟୁ ଶିକ୍ଷାନୁଷ୍ଠାନ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ପୁରାତନ ଛାତ୍ର ସଂସଦର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଧ୍ୟକ୍ଷ ଡ.ଅଜୟ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ ମହାବିଦ୍ୟାଳୟର ପୁରାତନ ଛାତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ.ଗିରିଧାରୀ ଗମାଙ୍ଗ,ସମ୍ମାନିତ ଅତିଥିଭାବେ ଗଜପତି ଜିଲ୍ଲାପରିଷଦ ଅଧ୍ୟକ୍ଷ ଜି.ତିରୁପତି ରାଓ , ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଯୋଗଦେଇଥିଲେ, ମୁଖ୍ୟବକ୍ତା ଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଅବସର ପ୍ରାପ୍ତ କୁଳପତି ପ୍ରଫେସର ଡ. ଜୟନ୍ତ କୁମାର ମହାପାତ୍ର ମଞ୍ଚାସୀନ ଥିଲେ । ଆଜିର ଏହି ବୈଠକରେ ମୁଖ୍ୟତଃ ମହାବିଦ୍ୟାଳୟରେ ରହିଥିବା ବିଭିନ୍ନ ସମସ୍ୟା ଗୁଡିକ ଉପରେ ଆଲୋଚନା କରିବା ସହ ମହାବିଦ୍ୟାଳୟର ଶିକ୍ଷା କ୍ଷେତ୍ରରେ ଓଡିଶା ପାଇଁ ଅବଦାନ ଆଦି ସମ୍ପର୍କରେ ଅତିଥିଗଣ ବକ୍ତବ୍ୟ ରଖିଥିଲେ । ଏହି ପରିପ୍ରେକ୍ଷୀରେ ଏହି ମହାବିଦ୍ୟାଳୟର ବହୁ ପୁରାତନ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିବା ବେଳେ ଉକ୍ତ ମହାବିଦ୍ୟାଳୟକୁ କିପରି ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିବ ସେନେଇ ବିଶେଷ ଆଲୋଚନା କରିଥିଲେ । ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ପୁରାତନ ଛାତ୍ର ଅମୂଲ୍ୟ କୁମାର ପାଣିଗ୍ରାହୀ ଅତିଥିଗଣଙ୍କୁ ମଞ୍ଚାସୀନ ନିମନ୍ତେ ନିମନ୍ତ୍ରଣ କରିଥିବା ବେଳେ ସ୍ୱାଗତ ସମ୍ଭାଷଣ ପୁରାତନ ଛାତ୍ର ସଂସଦର କାର୍ଯ୍ୟକାରୀ ସଭାପତି ଏମ୍‌ଡି. ନାସିର ବେଗ ପ୍ରଦାନ କରିଥିଲେ । ସମ୍ପାଦକୀୟ ବିବରଣୀ ଡ. ଶଙ୍କର ପ୍ରସାଦ ବକ୍ସି ପଠନ କରିଥିବା ବେଳେ ଆଶାଲତା ପାଣିଗ୍ରାହୀ ବୈଠକ କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ। ସେହିପରି ଦ୍ବିତୀୟ ପର୍ଯ୍ୟାୟରେ ସଂସଦର ସମ୍ବିଧାନ ସଂଶୋଧନ ସହ ଆଗମୀ ବର୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା, ସଭାପତି ଭାବେ କଲେଜ ଅଧ୍ୟକ୍ଷ ତଥା ପୁରାତନ ଛାତ୍ର ଅଜୟ କୁମାର ତ୍ରିପାଠୀ, କାର୍ଯ୍ୟକାରୀ ସଭାପତି ଭାବେ ଏମ.ଡି ନାସିର ବେଗ, ଉପ ସଭାପତି ଭାବେ ଦୁଇ ଜଣ ଆଶଲତା ପାଣିଗ୍ରାହୀ ଓ ଆଦର୍ଶ ଦାସ, ସଂପାଦକ ଭାବେ ଶଙ୍କର ପ୍ରସାଦ ବକ୍ସି, ଯୁଗ୍ମ ସମ୍ପାଦକ ଭାବରେ ତିନି ଜଣ ସୁବାଷ ଜମାଦାର ଓ ବସନ୍ତ ପଣ୍ଡା ଓ ସନ୍ତୋଷିନି ପାଢୀ, କୋଷାଧ୍ୟକ୍ଷ ଭାବେ ଅଜିତ ପଟ୍ଟନାୟକ ଏବଂ କାର୍ଯ୍ୟକାରୀ କମିଟିର ସଦସ୍ୟ ଭାବରେ ୧୫ ଜଣ ନିର୍ବାଚିତ ହୋଇଥିଲେ। ଆୟୋଜିତ କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟାରେ ପୁରାତନ ଛାତ୍ରଛାତ୍ରୀ ଯୋଗ ଦେଇ ନିଜ ସହପାଠୀ ମାନଙ୍କ ସହ କଲେଜ ବେଳ ର ସ୍ମୁତି ବିନିମୟ କରିଥିଲେ,

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

August 5, 2026
ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

August 5, 2026
ଶୀର ନାସ୍ତି ଶୀର ପୀଡା କେବଳ ଦେଖିବାକୁ ମିଳିବ ଖୋରଧା ଜ଼ିଲା ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ

ଶୀର ନାସ୍ତି ଶୀର ପୀଡା କେବଳ ଦେଖିବାକୁ ମିଳିବ ଖୋରଧା ଜ଼ିଲା ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ

August 5, 2026
ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ଅଚାନକ ପରିଦର୍ଶନ

ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ଅଚାନକ ପରିଦର୍ଶନ

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

August 5, 2026
ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

August 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version